Home Bibles ଆୟୁବ ପୁସ୍ତକ 21:4 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 21:4 · ଓଡ଼ିଆ ବାଇବେଲ

ମୁଁ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରୁ ନାହିଁ। ଏହାର ମଧ୍ଯ ଏକ ନିର୍ଦ୍ଦିଷ୍ଟ କାରଣ ଅଛି କାହିଁକି ମୁଁ ର୍ଧୈୟ୍ଯ ଧରିପାରୁ ନାହିଁ।

Cross references

ଯାତ୍ରା ପୁସ୍ତକ 6:9

ତେଣୁ ମାଶାେ ଏହିସବୁ ଘଟଣା ଇଶ୍ରାୟେଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସମାନଙ୍କେର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସମାନେେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମାଶାଙ୍କେର କଥା ଶୁଣିବା ପାଇଁ ତାଙ୍କର ଆଉ ଧର୍ୟ୍ଯ ନଥିଲା।

ପ୍ରଥମ ଶାମୁୟେଲ 1:16

ଆପଣା ଦାସୀକକ୍ସ୍ଟ କକ୍ସ୍ଟଚରିତ୍ର ଭାବ ନାହିଁ। ମୁ ଆପଣା ଚିନ୍ତା ଓ ସମସ୍ଯାକକ୍ସ୍ଟ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମାରେଅନକେ ସମସ୍ଯା ଅଛି ଏବଂ ମୁ ଅତ୍ଯନ୍ତ ଦକ୍ସ୍ଟଃଖିତ।

ଦିତୀୟ ରାଜାବଳୀ 6:26

ଥରେ ଇଶ୍ରାୟେଲର ରାଜା ନଗରର ଚତୁପାଶର୍‌ବ ପ୍ରାଚୀର ଉପରେ ଗ୍ଭଲିଲା ବେଳେ ଜଣେ ସ୍ତ୍ରୀଲୋକ ଚିତ୍କାର କରି କହିଲା, ହେ ମାରେ ପ୍ରଭୁ, ମହାରାଜ! ବିନଯ କରୁଛି ମାେତେ ସାହାୟ୍ଯ କରନ୍ତୁ।

ଆୟୁବ ପୁସ୍ତକ 6:11

ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।

ଆୟୁବ ପୁସ୍ତକ 7:11

ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।

ଆୟୁବ ପୁସ୍ତକ 10:1

ମୁଁ ମାରେ ନିଜର ପ୍ରାଣକୁ ଘୃଣା କରେ ତେଣୁ ମୁଁ ସ୍ବଚ୍ଛନ୍ଦ ରେ ମାରେ ଅଭିଯୋଗ କରିବି। ମାରେ ଆତ୍ମା ତିକ୍ତ ହାଇେ ଗଲାଣି। ତେଣୁ ବର୍ତ୍ତମାନ ମୁଁ କହିପାରିବି।

ଆୟୁବ ପୁସ୍ତକ 10:2

ମୁଁ ପରମେଶ୍ବରଙ୍କୁ କହି ପାରିବି, ' ମାେତେ କଳଙ୍କିତ କର ନାହିଁ। ମାେତେ କବଳେ ଏତିକି କୁହନ୍ତୁ, ମୁଁ କ'ଣ ଭୁଲ କରିଛି। ଆପଣଙ୍କର ମାେ ବିପକ୍ଷ ରେ କ'ଣ କହିବାର ଅଛି।

ଆୟୁବ ପୁସ୍ତକ 10:6

ତୁମ୍ଭେ ମାରେ ଅଧର୍ମ ଓ ପାପକୁ ଖୋଜୁଛ।

ଗୀତସଂହିତା 22:1

ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?

ଗୀତସଂହିତା 42:11

ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।

ଗୀତସଂହିତା 77:3

ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।

ଗୀତସଂହିତା 102:1

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।

ଗୀତସଂହିତା 142:2

ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।

ମାଥିଉଲିଖିତ ସୁସମାଚାର 26:38

ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।

Interlinear

Choose Theme