ମୁଁ ଯେତବେେଳେ ଚିନ୍ତା କରେ ମାେ ପ୍ରତି କ'ଣ ସବୁ ଘଟିଗଲା। ଭୟ ରେ ମାରେ ସର୍ବାଙ୍ଗ ଥରଥର କମ୍ପି ଉେଠ।
Cross references
ଏହା ପ୍ରକୃତ ରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସହେି ୟନ୍ତ୍ରଣା ଏବେ ବି ମାେତେ ଭୟଭୀତ କରେ।
ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।
ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।
ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
ହେ ସଦାପ୍ରଭୁ, ମାରେ ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ବରୂପ।
ମାରେ ସମସ୍ତ କ୍ଲେଶକୁ ସ୍ମରଣ କରି ମୁଁ ଅତି ଅବସନ୍ନ ହାଇେ ପଡ଼ୁଛି।
ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।