ଧାର୍ମିକ ଲୋକେ ସମାନଙ୍କେ ଧ୍ବଂସ ଦେଖିବାକୁ ଚାହାଁନ୍ତି। ଏବେ ସହେି ଧାର୍ମିକ ଲୋକମାନେ ଆନନ୍ଦିତ ହବେେ। ନିରୀହ ଲାକ ଦୁଷ୍ଟ ଲୋକଙ୍କ ବିଷଯ ରେ ହାସ୍ଯ କରିବେ।
Cross references
ଯଦି ହଠାତ୍ କିଛି ଭୟଙ୍କର ଘଟଣା ଘଟେ ଓ ଜଣେ ନିରୀହ ବ୍ଯକ୍ତି ପ୍ରାଣ ହରାଏ, ପରମେଶ୍ବର କ'ଣ ନିର୍ଦ୍ ଦୋଷର ମୃତ୍ଯୁ ରେ କବଳେ ହସି ପାରିବେ ?
ହେ ପରମେଶ୍ବର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ। ଯିହୁଦାର ସହର ସବୁ ଉଲ୍ଲସିତ। କବଳେ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହାଇେଛି।
ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହବେେ। ସମାନେେ ତୁମ୍ଭକୁ ପରିହାସ କରି କହିବେ।
ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।
ସିଯୋନ୍ ଶୁଣିଛି ଓ ଆନନ୍ଦିତ ହାଇେଛି। ଯିହୁଦା ନଗରୀ, ଖୁସୀ ହାଇେ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜଯଧ୍ବନି ହୁଏ।
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :