Home Bibles ଆୟୁବ ପୁସ୍ତକ 22:3 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 22:3 · ଓଡ଼ିଆ ବାଇବେଲ

ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ'ଣ ପରମେଶ୍ବରଙ୍କ ସୁଖର କାରଣ ଅଟେ ? ନାଁ, ତାଦ୍ବାରା ସର୍ବଶକ୍ତିମାନ ପରମେଶ୍ବର କ'ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର। ନାଁ !

Cross references

ପ୍ରଥମ ବଂଶାବଳୀ 29:17

ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

ଆୟୁବ ପୁସ୍ତକ 21:15

ଦୁଷ୍ଟ ଲୋକମାନେ କହନ୍ତି, 'ସର୍ବଶକ୍ତିମାନ ପରମେଶ୍ବର କିଏ ଯେ, ଆମ୍ଭେ ତାଙ୍କର ସବୋ କରିବୁ ବୋଲି। ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା।'

ଆୟୁବ ପୁସ୍ତକ 23:10

ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।

ଆୟୁବ ପୁସ୍ତକ 34:9

ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'

ଗୀତସଂହିତା 39:1

ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।

ଗୀତସଂହିତା 119:3

ସହେି ଲୋକମାନେ କୌଣସି ଅଧର୍ମ କାର୍ୟ୍ଯ କରନ୍ତି ନାହିଁ, କିନ୍ତୁ ସମାନେେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।

ଗୀତସଂହିତା 119:59

ମୁଁ ମାେ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି। ଏବଂ ମୁଁ ତୁମ୍ଭର ନିଯମକୁ ପୁଣି ଫରେିଲି।

ଗୀତସଂହିତା 147:10

ୟୁଦ୍ଧ ଅଶ୍ବର ଓ ପରାକ୍ରମୀ ସୈନ୍ଯ ତାଙ୍କୁ ଖୁସି କରିପାରନ୍ତି ନାହିଁ।

ହିତୋପଦେଶ 9:12

ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 11:20

ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି।

ହିତୋପଦେଶ 12:22

ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।

ହିତୋପଦେଶ 15:8

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ମଲାଖୀ 2:17

ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:16

ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:1

ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:18

ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

Interlinear

Choose Theme