Home Bibles ☰ Books ଆୟୁବ ପୁସ୍ତକ 22:8 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 22:8 · ଓଡ଼ିଆ ବାଇବେଲ

ଆୟୁବ, ତୁମ୍ଭର ବହୁତ ଚାଷ ଜମି ଥିଲା ଏବଂ ଲୋକମାନେ ତୁମ୍ଭକୁ ସମ୍ବୋଧନ କରୁଥିଲେ।

Cross references

ପ୍ରଥମ ରାଜାବଳୀ 21:11

ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷବଲଙ୍କେ ପ୍ ରରେିତ ପତ୍ର ଅନୁସାରେ କାର୍ୟ୍ଯ କଲେ।

ଆୟୁବ ପୁସ୍ତକ 13:8

ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ, କବଳେ ସେ ପରମେଶ୍ବର ବୋଲି ? ତୁମ୍ଭେ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ କି ?

ଆୟୁବ ପୁସ୍ତକ 29:7

ସହେିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନ ରେ ଲୋକମାନେ ବସି ସଭା କରୁଥିଲେ।

ଆୟୁବ ପୁସ୍ତକ 31:34

ଅନ୍ୟ ଲୋକମାନେ କ'ଣ କହିବେ ତାହାକୁ ମୁଁ କବେେ ଭୟ କରି ନାହିଁ। ସହେି ଭୟ ମାେତେ କବେେ ନିରବ କରାଇ ନାହିଁ। ବାହାରକୁ ୟିବା ପାଇଁ ମାେତେ କବେେ ପ୍ରତି ରୋଧ କରି ନାହିଁ। ଅନ୍ୟ ଲୋକର ଘୃଣାକୁ ମୁଁ କବେେ ଭୟ କରି ନାହିଁ।

ଗୀତସଂହିତା 12:8

ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

ଯିଶାଇୟ 3:3

ପରମେଶ୍ବର ପଞ୍ଚାଶତପତି ଓ ସମ୍ଭ୍ରାନ୍ତ ତଥା ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଏବଂ ଜ୍ଞାନୀ ଓ ଭବିଷ୍ଯତ ମନ୍ତ୍ରଦ୍ରଷ୍ଟାମାନଙ୍କୁ ମଧ୍ଯ ଦୂ ରଇେ ନବେେ।

ଯିଶାଇୟ 9:15

ଏଠା ରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ଯାବାଦୀ ଭବିଷ୍ଯଦ୍ବକ୍ତାଙ୍କୁ ବୁଝାଉଛି।

ମୀଖା 7:3

ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

Interlinear

Choose Theme