Home Bibles ଆୟୁବ ପୁସ୍ତକ 23:6 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 23:6 · ଓଡ଼ିଆ ବାଇବେଲ

ପରମେଶ୍ବର କ'ଣ ତାଙ୍କର ଶକ୍ତି ମାେ ବିରୁଦ୍ଧ ରେ ପ୍ରଯୋଗ କରିବେ ? ନା ସେ ମାେ କଥା ଶୁଣିବେ।

Cross references

ଆୟୁବ ପୁସ୍ତକ 9:4

ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।

ଆୟୁବ ପୁସ୍ତକ 9:19

ମୁଁ ପରମେଶ୍ବରଙ୍କୁ ପରାସ୍ତ କରିପାରିବି ନାହିଁ। ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ, ମୁଁ ତାଙ୍କୁ ନ୍ଯାଯାଳଯକୁ ନଇେ ପାରିବି ନାହିଁ। ଏବଂ ମାେ ପ୍ରତି ସଦଯ ହବୋକୁ ବାଧ୍ଯ କରିପାରିବି ନାହିଁ। କିଏ ତାଙ୍କୁ ନ୍ଯାଯାଳଯକୁ ଆସିବାକୁ ବାଧ୍ଯ କରିପାରିବ।

ଆୟୁବ ପୁସ୍ତକ 9:33

ମୁଁ ଚା ହେଁ କିଏ ମଧ୍ଯସ୍ଥ ହୁଅନ୍ତା, ୟିଏ ଦୁଇପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କହେି ନାହିଁ।

ଆୟୁବ ପୁସ୍ତକ 13:21

ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।

ଗୀତସଂହିତା 138:3

ହେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକିଲି। ତୁମ୍ଭେ ମାେତେ ଉତ୍ତର ଦଲେ !ତୁମ୍ଭେ ମାେତେ ସାହାସୀ ଏବଂ ଶକ୍ତ କଲ।

ଯିଶାଇୟ 27:4

ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।

ଯିଶାଇୟ 27:8

ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।

ଯିହିଜିକଲ 20:33

ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପର୍ୟ୍ଯନ୍ତ ନିଶ୍ଚଯ ବଳବାନ୍ ହସ୍ତ ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ବାରା ତୁମ୍ଭମାନଙ୍କ ଊପ ରେ ରାଜା ହାଇେ ଶାସନ କରିବୁ।

ଯିହିଜିକଲ 20:35

ଏବଂ ମୁଁ ତୁମ୍ଭମାନଙ୍କୁ ଗୋଷ୍ଠୀ ସମୂହର ମରୁଭୂମିକୁ ଆଣି ମୁହାଁମୁହିଁ ତୁମ୍ଭମାନଙ୍କର ବିଚାର କରିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:9

କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।

Interlinear

Choose Theme