Home Bibles ଆୟୁବ ପୁସ୍ତକ 24:13 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 24:13 · ଓଡ଼ିଆ ବାଇବେଲ

କେତକେ ଲୋକ ଆଲୁଅ ବିରୁଦ୍ଧ ରେ ବିଦ୍ରୋହ ଘାଷେଣା କରନ୍ତି। ସମାନେେ ଜାଣିପାରନ୍ତି ନାହିଁ ପରମେଶ୍ବର କ'ଣ ଚାହାଁନ୍ତି ? ପରମେଶ୍ବର ଚାହୁଁଥିବା ରାସ୍ତା ରେ ସମାନେେ ଚାଲନ୍ତି ନାହିଁ।

Cross references

ପ୍ରଥମ ରାଜାବଳୀ 3:20

ତେଣୁ ସହେି ମଧ୍ଯରାତ୍ରି ରେ ମୁଁ ଶାଇେଥିଲା ବେଳେ ସେ ମାରେ ସନ୍ତାନକୁ ନଇୟୋଇ ତା'ର ମୃତ ସନ୍ତାନକୁ ମାେ କୋଳ ରେ ଶୁଆଇ ଦଲୋ।

ଆୟୁବ ପୁସ୍ତକ 23:11

ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।

ଆୟୁବ ପୁସ୍ତକ 24:16

ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାର ରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘ ରେ କବାଟ କିଳି ରହିଥାଏ, ଏବଂ ଆଲୁଅଠାରୁ ଦୂର ରେ ରୁହନ୍ତି।

ଆୟୁବ ପୁସ୍ତକ 38:13

ଆୟୁବ ତୁମ୍ଭେ କବେେ ସକାଳର ସୂର୍ୟ୍ଯ କିରଣକୁ ପୃଥିବୀକୁ ଆଚ୍ଛାଦିତ କରିବାକୁ କହିଛ ? ଏବଂ ଦୁଷ୍ଟ ଲୋକମାନଙ୍କୁ ହଲାଇ ଲୁଚିବା ଜାଗାରୁ ଖାଜେି ବାହାର କରିଛ ?

ଆୟୁବ ପୁସ୍ତକ 38:15

ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ। କାରଣ ଏହାର ପ୍ରଖର କିରଣ ସମାନଙ୍କେୁ ମନ୍ଦ କରିବାକୁ ମନା କରେ।

ହିତୋପଦେଶ 4:19

କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।

ଲୂକଲିଖିତ ସୁସମାଚାର 12:47

ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।

ଯୋହନଲିଖିତ ସୁସମାଚାର 3:19

ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଯୋହନଲିଖିତ ସୁସମାଚାର 8:31

ଯୀଶୁ ତାହାଙ୍କୁ ବିଶ୍ବାସ କରୁଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେ ମାରେ ଶିକ୍ଷା ସବୁବେଳେ ମାନି ଚଳିବ, ତବେେ ତୁମ୍ଭେ ମାରେ ପ୍ରକୃତ ଶିଷ୍ଯ ହବେ।

ଯୋହନଲିଖିତ ସୁସମାଚାର 8:44

ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

ଯୋହନଲିଖିତ ସୁସମାଚାର 9:39

ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।

ଯୋହନଲିଖିତ ସୁସମାଚାର 12:35

ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।

ଯୋହନଲିଖିତ ସୁସମାଚାର 12:40

ପରମେଶ୍ବର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସମାନଙ୍କେର ହୃଦୟ କଠିନ କରି ଦଇେଛନ୍ତି। ସମାନେେ ଯେପରି ଆଖି ରେ ଦେଖିପାରିବେ ନାହିଁ ଓ ବୁଦ୍ଧି ରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ବର ଏହା କରିଅଛନ୍ତି। ତା'ପରେ ମୁଁ ସମାନଙ୍କେୁ ସୁସ୍ଥ କରିବି। ୟିଶାଇୟ 6:10

ଯୋହନଲିଖିତ ସୁସମାଚାର 15:6

ଯଦି କହେି ବ୍ଯକ୍ତି ମାଠାେ ରେ ରୁ ହେ ନାହିଁ, ତବେେ ତାକୁ ଶାଖା ପରି ଫିଙ୍ଗି ଦିଆୟିବ। ସହେି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲକମାନେେ ଶୁଖିଲା ଶାଖାକୁ ଉଠାଇ ନିଆଁ ରେ ଫୋପାଡି ଦିଅନ୍ତି। ସଗେୁଡିକ ଜଳି ଯାଏ।

ଯୋହନଲିଖିତ ସୁସମାଚାର 15:22

ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 1:32

ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।

ରୋମୀୟଙ୍କ ପ୍ରତି ପତ୍ର 2:17

ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।

ରୋମୀୟଙ୍କ ପ୍ରତି ପତ୍ର 3:11

ବୁଝିବା ଲୋକ ଜଣେ ମଧ୍ଯ ନାହିଁ, ପରମେଶ୍ବରଙ୍କୁ ପ୍ରକୃତ ରେ ଖାଜେୁଥିବା ଲୋକ ଜଣେ ନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:10

ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।

ଯାକୁବଙ୍କ ପତ୍ 4:17

ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା ହେଲେ ସେ ପାପ କରିଥାଏ।

ପିତରଙ୍କ ଦିତୀୟ ପତ୍ର 2:20

ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।

ଯୋହନଙ୍କ ପ୍ରଥମ ପତ୍ର 2:19

ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।

ଯିହୂଦାଙ୍କ ପତ୍ର 1:6

ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।

Interlinear

Choose Theme