ଏପରିକି ଦୁଷ୍ଟ ବ୍ଯକ୍ତି ମଲାପରେ ତା'ର ଗର୍ଭଧାରିଣୀ ମା' ତାକୁ ପାଶୋରିବ। ତା'ର ସୁଗଠିତ ହୃଦଯ ସହିତ ଶରୀର କୀଟମାନଙ୍କ ସୁସ୍ବାଦୁ ଖାଦ୍ୟ ହବେ। ଲୋକେ ତାକୁ ମନେ ରଖିବେ ନାହିଁ। ସହେି ଦୁଷ୍ଟ ଲୋକଟି ପଚା ବାଡ଼ିପରି ଭାଙ୍ଗି ପଡ଼ିବ।
Cross references
ଗୋଟିଏ ଗଛ ପାଇଁ ମଧ୍ଯ ଆଶା ଅଛି। ଯଦି ଥରେ ଏହା କଟା ହାଇୟୋଏ, ଏହା ମଧ୍ଯ ପୁଣି ବଞ୍ଚିପା ରେ। ପୁଣି ଡ଼ାଳପତ୍ର ମଲେି ଶାଖା ବୃଦ୍ଧି କରିପା ରେ।
ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।
ତା'ର ମୂଳ ଶୁଷ୍କ ହାଇଯେିବ ଓ ତା'ର ଉପରର ଡ଼ାଳ ଶାଖାପ୍ରଶାଖା ମରିୟିବ।
ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।
ଶଷେ ରେ ସହେି ଦୁଇ ଜଣ କବର ରେ ବିଶ୍ରାମ ନିଅନ୍ତି। କୀଟ ସହେି ଦୁଇ ଜଣଙ୍କୁ ଖାଇୟାଏ।
ଧାର୍ମିକ ଲୋକମାନେ ଆଦର ସହକା ରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ଯକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।
ତା'ପ ରେ ମୁଁ ଦେଖିଲି ଦୁଷ୍ଟ ଲୋକମାନଙ୍କୁ ଆଡ଼ମ୍ବରପୂର୍ଣ୍ଣ ଅନ୍ତିମ ସଂସ୍କାର ଦିଆଗଲା। ସମାନଙ୍କେୁ ପବିତ୍ର ସ୍ଥାନକୁ ନିଆଗଲା ଓ ସଂସ୍କାର କରାଗଲା। ଏବଂ ଯେଉଁମାନେ ଏହା କଲେ ସହର ରେ ପ୍ରଂଶସିତ ହାଇେଥିଲେ। ଏହା ମଧ୍ଯ ଅର୍ଥହୀନ।
ସମାନେେ ମୃତ, ସମାନେେ ଜୀବନ ଫରେି ପାଇବେ ନାହିଁ। ସମାନେେ ଭୂତପରି ଯେଉଁମାନେ କବେେ ହେଲେ ଉଠିବେ ନାହିଁ। ସମାନଙ୍କେୁ ସମାନଙ୍କେର କାର୍ୟ୍ଯକୁ ବିବଚେନା କରି ତୁମ୍ଭେ ସଂହାର କରିଛ ଏବଂ କହେି ସମାନଙ୍କେୁ ମନେ ରଖିବେ ନାହିଁ।
ସେ ଉଚ୍ଚସ୍ବର ରେ କହିଲେ, 'ଏହି ବୃକ୍ଷକୁ ଛଦନେ କର। ତହିଁରେ ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡି ଦିଅ ଓ ଫଳଗୁଡିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖା ରେ ଥିବା ପକ୍ଷୀମାନେ ପଳାଇ ୟାଆନ୍ତୁ।
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।