Home Bibles ଆୟୁବ ପୁସ୍ତକ 26:11 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 26:11 · ଓଡ଼ିଆ ବାଇବେଲ

ଯେଉଁ ଭିତ୍ତିମୂଳଗୁଡ଼ିକ ଉପରେ ଆକାଶ ମଣ୍ଡଳ ଅବସ୍ଥିତ ପରମେଶ୍ବର ତାକୁ ଧମକ ଦେଲେ ଉଭୟ କମ୍ପି ଉେଠ।

Cross references

ପ୍ରଥମ ଶାମୁୟେଲ 2:8

ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

ଦିତୀୟ ଶାମୁୟେଲ 22:8

ସେତବେେଳେ ପୃଥିବୀ ଟଳମଳ ଓ କଐିତ ହେଲା, ସ୍ବର୍ଗ ରାଜ୍ଯର ମୂଳଦୂଆ ଟଳମଳ ଓ କଐିତ ହେଲା, କାରଣ ସଦାପ୍ରଭୁ କୋରଧିତ ଥିଲେ।

ଆୟୁବ ପୁସ୍ତକ 15:15

ପରମେଶ୍ବର ଏମିତିକି ନିଜର ଦୂତମାନଙ୍କୁ ବିଶ୍ବାସ କରନ୍ତି ନାହିଁ। ପରମେଶ୍ବରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ଯ ପବିତ୍ର ନୁହେଁ।

ଗୀତସଂହିତା 18:7

ସତେିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ବର୍ଗରାଜ୍ଯର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କୋର୍ଧିତ ହେଲେ।

ନାହୂମ 1:5

ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡିକ ଭୟ ରେ ଥରିବେ ଏବଂ ପାହାଡଗୁଡିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନ ରେ ପୃଥିବୀ ମଧ୍ଯ ଭୟ ରେ ଥରିବ। ବିଶ୍ବର ସମସ୍ତ ବ୍ଯକ୍ତି ଭୟ ରେ ଥରିବେ।

ନାହୂମ 1:6

ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।

ହଗୟ 2:21

ଯିହୁଦାର ଶାସକ ୟିରୁଦ୍ଦାବିଲଙ୍କ ନିକଟକୁ ୟାଅ। ଆମ୍ଭେ ପୃଥିବୀ ଓ ସ୍ବର୍ଗକୁ ଥରାଇ ଦବୋ।

ଏବ୍ରୀ 12:26

ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327

ପିତରଙ୍କ ଦିତୀୟ ପତ୍ର 3:10

କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

Interlinear

Choose Theme