Home Bibles ଆୟୁବ ପୁସ୍ତକ 26:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 26:2 · ଓଡ଼ିଆ ବାଇବେଲ

କମେିତି ତୁମ୍ଭେ ଜଣକୁ ସାହାୟ୍ଯ କରିଛ, ଯାହାର ଶକ୍ତି ନାହିଁ ? ତୁମ୍ଭେ କମେିତି ଜଣକୁ ସାହାୟ୍ଯ କଲ ଯାହାର ବାହୁ ରେ ନିଜକୁ ରକ୍ଷା କରିବା ପାଇଁ ସାମର୍ଥ୍ଯ ନାହିଁ।

Cross references

ପ୍ରଥମ ରାଜାବଳୀ 18:27

ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।

ଆୟୁବ ପୁସ୍ତକ 4:3

ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।

ଆୟୁବ ପୁସ୍ତକ 6:12

ମୁଁ ପଥର ଭଳି ଶକ୍ତ ନୁହେଁ। ମାରେ ମାଂସ ତମ୍ବା ରେ ତିଆରି ନୁହେଁ।

ଆୟୁବ ପୁସ୍ତକ 6:25

ସାଧୁ ବାକ୍ଯ ବଡ଼ ଶକ୍ତିଶାଳୀ, କିନ୍ତୁ ତୁମ୍ଭର ୟୁକ୍ତି କିଛି ପ୍ରମାଣ କରୁନାହିଁ।

ଆୟୁବ ପୁସ୍ତକ 12:2

ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।

ଆୟୁବ ପୁସ୍ତକ 16:4

ମୁଁ ମଧ୍ଯ ସହେିଭଳି କଥା ତୁମ୍ଭକୁ କହିପା ରେ, ଯଦି ତୁମ୍ଭର ମାେଭଳି ବିପଦ ପଡ଼ିଥାନ୍ତା। ମୁଁ ମଧ୍ଯ ତୁମ୍ଭ ବିରୁଦ୍ଧ ରେ ବୁଦ୍ଧିମାନର ବାକ୍ଯ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମାେ ମୁଣ୍ଡ ହଲାଇ ପାରନ୍ତି।

ଆୟୁବ ପୁସ୍ତକ 27:12

ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ ?

ଗୀତସଂହିତା 71:9

ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

ଯିଶାଇୟ 35:3

ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।

ଯିଶାଇୟ 40:14

ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି ? କହେି ତାଙ୍କୁ ଶିକ୍ଷା ଦଇେଥିଲା କି ? କିଏ ତାଙ୍କୁ ବିଚାରର ପଥ ଶିଖାଇଲା ? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦଲୋ ? ନା, ସଦାପ୍ରଭୁ ବିବଚେନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ।

ଯିଶାଇୟ 41:5

ଦ୍ବୀପ ସମୂହ ଦେଖି ଭୟଭୀତ ହେଲେ, ପୃଥିବୀର ପ୍ରାନ୍ତ ସକଳ କମ୍ପିତ ହେଲେ, ସମାନେେ ନିକଟବର୍ତ୍ତୀ ହାଇେ ଆସିଲେ।'

Interlinear

Choose Theme