ତୁମ୍ଭେ ମାେ ଭଳି ଅଜ୍ଞାନୀକୁ ପରାମର୍ଶ ଦଇେଛ ତୁମ୍ଭେ ଏହାଦ୍ବାରା ପ୍ରମାଣ କରିଛ, ତୁମ୍ଭେ କେତେ ଜ୍ଞାନୀ।
Cross references
ନିଜକୁ ସାହାୟ୍ଯ କରିବାକୁ ମାରେଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମାଠାରୁେ କାଢ଼ି ନିଆୟାଇଛି।
ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।
କିନ୍ତୁ ମାରେ ମନ ତୁମ୍ଭର ମନ ଭଳି ଭଲ। ମୁଁ ତୁମ୍ଭ ଠାରୁ ନ୍ଯୁନ ନୁହେଁ। ଯେ କୌଣସି ଲୋକ ଏହା ସତ୍ଯ ବୋଲି ଦେଖିପାରିବ।
ମୁଁ ଚା ହେଁ ତୁମ୍ଭେ ଅନ୍ତତଃ ନିରବ ରୁହ ତାହା ସବୁଠାରୁ ବୁଦ୍ଧିମାନର କାମ ତୁମ୍ଭେ କରିବ।
ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି ? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ ?
ବର୍ତ୍ତମାନ ତୁମ୍ଭମାନେେ ସମସ୍ତେ ଫରେିଆସ। ତୁମ୍ଭମାନଙ୍କ ଭିତରୁ କହେି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।
ଆପଣମାନେ ଯାହା କଥାବାର୍ତ୍ତା ହେଉଥିଲେ ତାହା ମୁଁ ର୍ଧୈୟ୍ଯର ସହ ଶୁଣିଲି। ଆପଣ ଆୟୁବକୁ ଯେଉଁ ଉତ୍ତର ଦେଲେ ତାହା ଶୁଣିଲି।
ମାରେ ହୃଦଯ ନିର୍ମଳ। ସେଥିପାଇଁ ମୁଁ ସତ୍ ବାକ୍ଯ ହିଁ କହିବି। ମୁଁ ଜାଣିଥିବା ବିଷଯ ରେ ସତ୍ଯହିଁ କବଳେ କହିବି।
କିନ୍ତୁ ଆୟୁବ ଯଦି ତୁମ୍ଭର କିଛି କହିବାର ନାହିଁ ମାେ କଥା ଶୁଣ। ନୀରବ ହୁଅ, ମୁଁ ଜ୍ଞାନ ଶିଖାଇବି।
କିଏ ଏହି ଅଜ୍ଞାନୀ ବ୍ଯକ୍ତି ୟିଏ କି ଏଭଳି ନିର୍ବୋଧ କଥା କହୁଛି ?
ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
ଯେଉଁ ସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସହେିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚ ରେ ପ୍ରଚ଼ାର କହିଛି। ଜନସାଧାରଣଙ୍କ ସାମନା ରେ ଓ ଘ ରେ ଘ ରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦଇେଛି।
କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।