Home Bibles ଆୟୁବ ପୁସ୍ତକ 27:13 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 27:13 · ଓଡ଼ିଆ ବାଇବେଲ

ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।

Cross references

ଆୟୁବ ପୁସ୍ତକ 15:20

ସହେି ଜ୍ଞାନୀ ଲୋକମାନେ କହିଥିଲେ, ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ଯକ୍ତି ତା'ର ପ୍ରେତ୍ୟକକ ଗଣିତ ବର୍ଷ ରେ କ୍ଲେଶ ଭୋଗ କରେ।

ଆୟୁବ ପୁସ୍ତକ 20:19

କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।

ଆୟୁବ ପୁସ୍ତକ 20:29

ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହାହିଁ ପରମେଶ୍ବର ଯୋଜନା କରିଛନ୍ତି ତାଙ୍କୁ ଦବୋ ପାଇଁ।

ଆୟୁବ ପୁସ୍ତକ 31:2

ସର୍ବଶକ୍ତିମାନ ପରମେଶ୍ବର ଲୋକଙ୍କ ପ୍ରତି କ'ଣ କରନ୍ତି ? ପରମେଶ୍ବର ତାଙ୍କ ବାସସ୍ଥଳ ସ୍ବର୍ଗରୁ କିପରି ଲୋକମାନଙ୍କୁ ବତନେ ଦିଅନ୍ତି।

ଆୟୁବ ପୁସ୍ତକ 31:3

ପରମେଶ୍ବର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସମାନଙ୍କେ ପ୍ରତି ପରମେଶ୍ବର ବିପତ୍ତି ସୃଷ୍ଟି କରନ୍ତି।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 12:5

କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

ହିତୋପଦେଶ 22:22

ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।

ଉପଦେଶକ 8:13

ମାତ୍ର ଦୁଷ୍ଟର ମଙ୍ଗଳ ହବେ ନାହିଁ। କିଅବା ସେ ଆପଣା ଛାଯା ସ୍ବରୂପ ପରମାଯୁ ବୃଦ୍ଧି କରିପାରିବ ନାହିଁ। କାରଣ ସେ ପରମେଶ୍ବରଙ୍କୁ ଭୀତ କରେ ନାହିଁ।

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ମଲାଖୀ 3:5

ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ଯାକୁବଙ୍କ ପତ୍ 5:4

ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।

ପିତରଙ୍କ ଦିତୀୟ ପତ୍ର 2:9

ପରମେଶ୍ବର ଏହି ସମସ୍ତ କାର୍ୟ୍ଯ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସବୋ କରୁଛନ୍ତି, ପ୍ରଭୁ ସର୍ବଦା ସମାନଙ୍କେୁ ରକ୍ଷା କରିବେ। ସମସ୍ଯା ରେ ପଡ଼ିଥିଲା ବେଳେ ସେ ସମାନଙ୍କେୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଚାର ଦିନ ରେ ଦଣ୍ଡ ଦବେେ।

Interlinear

Choose Theme