Home Bibles ଆୟୁବ ପୁସ୍ତକ 27:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 27:2 · ଓଡ଼ିଆ ବାଇବେଲ

ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।

Cross references

ଗଣନା ପୁସ୍ତକ 14:21

କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମା ରେ ପରିପୂର୍ଣ ହବେ।

ରୂତର ବିବରଣ 1:20

କିନ୍ତୁ ବନୟମୀ ସହେି ଲୋକମାନଙ୍କୁ କହିଲେ, ମାେତେ ନୟମୀ ବୋଲି ଡାକ ନାହିଁ, ମାେତେ ମାରା ବୋଲି ଡାକ। ଯହେିତକ୍ସ୍ଟ ସର୍ବଶକ୍ତିମାନ ପରମେଶ୍ବର ମାରେ ଜୀବନକକ୍ସ୍ଟ ଦକ୍ସ୍ଟଃଖପୂର୍ଣ କରିଅଛନ୍ତି।

ରୂତର ବିବରଣ 3:13

ଆଜି ରାତି ଏହିଠା ରେ ରକ୍ସ୍ଟହ। ଆସନ୍ତା କାଲି ସକାଳେ ମୁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହକ୍ସ୍ଟଅନ୍ତି ତବେେ ଉତ୍ତମ କଥା। ଯବେେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମ ରେ ପ୍ରତିଜ୍ଞା କରୁଅଛି, ମୁ ତୁମ୍ଭକୁ ବିବାହ କରିବି ଏବଂ ଏଲିମଲକରେ ଭୂମି ଫରୋଇ ଆଣିବି। ତେଣୁ ସକାଳ ପର୍ୟ୍ଯନ୍ତ ଏହିଠା ରେ ଶଯନ କର।

ପ୍ରଥମ ଶାମୁୟେଲ 14:39

ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

ପ୍ରଥମ ଶାମୁୟେଲ 14:45

ଏଥର ସୈନ୍ଯମାନେ ଶାଉଲଙ୍କକ୍ସ୍ଟ କହିଲେ,ଯୋନାଥନ ଆଜି ଇଶ୍ରାୟେଲକକ୍ସ୍ଟ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କବେେ ହାଇେ ନ ପା ରେ। ଆମ୍ଭେ ଜୀବିତ ପରମେଶ୍ବରଙ୍କ ପାଖ ରେ ପ୍ରାର୍ଥନା କରୁଛକ୍ସ୍ଟ, କହେି ଯୋନାଥନଙ୍କକ୍ସ୍ଟ ହତ୍ଯା ତ ଦୂରର କଥା ମକ୍ସ୍ଟଣ୍ତରକ୍ସ୍ଟ ଗୋଟିଏ କେଶ ମଧ୍ଯ ତଳେ ପଡିବାକକ୍ସ୍ଟ ଦବେକ୍ସ୍ଟ ନାହିଁ। ପରମେଶ୍ବର ପଲେଷ୍ଟୀୟ କବଳରକ୍ସ୍ଟ ଇଶ୍ରାୟେଲକକ୍ସ୍ଟ ଉଦ୍ଧାର ପାଇଁ ଯୋନାଥନଙ୍କକ୍ସ୍ଟ ସାହାୟ୍ଯ କରିଛନ୍ତି। ତେଣୁ ଲୋକମାନ ଯୋନାଥନଙ୍କକ୍ସ୍ଟ ସାହାୟ୍ଯ କରିବେ, ତାଙ୍କୁ କବେେ ବି ହତ୍ଯା କରିବା ପାଇଁ ଦିଆୟିବ ନାହିଁ।

ପ୍ରଥମ ଶାମୁୟେଲ 20:21

ତା'ପରେ ମୁ ସେ ପିଲାକକ୍ସ୍ଟ ତୀରଗକ୍ସ୍ଟଡିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତବେେ ମୁ ସେ ପିଲାକକ୍ସ୍ଟ କହିବି, 'ତୁମ୍ଭେ ବହକ୍ସ୍ଟତ ଦୂରକକ୍ସ୍ଟ ୟାଇଅଛ ତୀରଗକ୍ସ୍ଟଡିକ ମାେ ପାଖାପାଖି ଅଛି। ଫରେିଆସ ଏବଂ ସଗେକ୍ସ୍ଟଡିକ ସଂଗ୍ରହ କର।' ଯଦି ମୁ ଏହା କ ହେ, ତବେେ ତୁମ୍ଭେ ସଠାେରକ୍ସ୍ଟ ବାହାରି ଆସିବ। ମୁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭେ ନିରାପଦ, ତକ୍ସ୍ଟମ୍ଭ ଉପରେ ବିପଦ ନାହିଁ।

ପ୍ରଥମ ଶାମୁୟେଲ 25:26

ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।

ପ୍ରଥମ ଶାମୁୟେଲ 25:34

ସଦାପ୍ରଭୁ ମାେତେ ତୁମ୍ଭକୁ ଆଘାତ କରିବାରକ୍ସ୍ଟ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଯେ ପର୍ୟ୍ଯନ୍ତ ଅଛନ୍ତି, ଯଦି ତୁମ୍ଭେ ମାେତେ ସାକ୍ଷାତ କରିବା ପାଇଁ ଶିଘ୍ର ଆସି ନଥାନ୍ତ, ପ୍ରତକ୍ସ୍ଟ୍ଯଷ ବଳକେକ୍ସ୍ଟ ନାବଲ ପରିବାର କହେି ଜଣେ ପୁରୁଷ ଜୀବିତ ରହି ନଥାନ୍ତା।

ଦିତୀୟ ଶାମୁୟେଲ 2:27

ତା'ପରେ ଯୋୟାବ କହିଲା, ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ବର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହାପରି କହି ନଥାନ୍ତ, ଲୋକମାନେ ସମାନଙ୍କେର ନିଜର ଭାଇମାନଙ୍କ ପଛ ରେ ପ୍ରଭାତ ପର୍ୟ୍ଯନ୍ତ ଗୋଡାଉ ଥାନ୍ତେ।

ପ୍ରଥମ ରାଜାବଳୀ 17:1

ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।

ପ୍ରଥମ ରାଜାବଳୀ 18:15

ଏଲିଯ ଉତ୍ତର କଲେ, ସର୍ବଶକ୍ତିମଯ ସଦାପ୍ରଭୁଙ୍କ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚଯ ରାଜାଙ୍କୁ ଆଜି ଦଖାେ କରିବି।

ଦିତୀୟ ରାଜାବଳୀ 4:27

ଅନନ୍ତର ସେ ପରମେଶ୍ବରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡିଲା। ଏଥି ରେ ଗି ହଜେୀ ତାକୁ ଟାଣିବାରୁ ପରମେଶ୍ବରଙ୍କ ଲୋକ କହିଲେ, ତାହାକୁ ଛାଡିଦିଅ। କାରଣ ତା'ର ପ୍ରାଣ ଶାେକାକୁଳ। ମାତ୍ର ସଦାପ୍ରଭୁ ମାେତେ ଜାଣାଇଲେ ନାହିଁ କ'ଣ ବାଳକ ପ୍ରତି ଘଟିଅଛି। ସେ ଏହା ମାଠାରୁେ ଗୋପନ ରଖିଲେ।

ଆୟୁବ ପୁସ୍ତକ 9:17

ପରମେଶ୍ବର ମାେତେ ଚକଟି ଦବୋ ପାଇଁ ଝଡ଼ ପଠାଇବେ, କୌଣସି କାରଣ ନ ଥାଇ ସେ ମାେତେ ଅଧିକ ଆଘାତ କରିବେ।

ଆୟୁବ ପୁସ୍ତକ 9:18

ପରମେଶ୍ବର ମାେତେ ପୁନର୍ବାର ନିଶ୍ବାସ ନବୋକୁ ଦବେେ ନାହିଁ, କିନ୍ତୁ ଅଧିକ କଷ୍ଟ ଦବେେ।

ଆୟୁବ ପୁସ୍ତକ 10:3

ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

ଆୟୁବ ପୁସ୍ତକ 34:5

ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।

ଯିଶାଇୟ 40:27

ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ ? ହେ ଇଶ୍ରାୟେଲ, ତୁମ୍ଭେ କାହିଁକି ଏହା ପ୍ରଚାର କରୁଛ ? ମାରେପଥ, ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମାରେ ବିଚାର ପରମେଶ୍ବରଙ୍କର ଜ୍ଞାନର ଅତୀତ ବୋଲି କହୁଅଛି।'

ଯିରିମିୟ 4:2

ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।

ଯିରିମିୟ 5:2

ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।

ଯିରିମିୟ 12:16

ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।

ଯିହିଜିକଲ 33:11

ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'

Interlinear

Choose Theme