Home Bibles ଆୟୁବ ପୁସ୍ତକ 27:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 27:22 · ଓଡ଼ିଆ ବାଇବେଲ

ଦୁଷ୍ଟ ବ୍ଯକ୍ତି ସହେି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସହେି ଝଡ଼ ତାକୁ ନିର୍ଦ୍ଦଯ ଭାବର ଆଘାତ କରିବ।

Cross references

ଯାତ୍ରା ପୁସ୍ତକ 9:14

ଏହି ସମୟରେ ମାରେ ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧ ରେ, ତୁମ୍ଭର କର୍ମଚାରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ। ଏହାପରେ ତୁମ୍ଭେ ଜାଣିବ ଯେ, ମାେ ପରି ଆଉ କୌଣସି ପରମେଶ୍ବର ପୃଥିବୀ ରେ ନାହାଁନ୍ତିା

ଯାତ୍ରା ପୁସ୍ତକ 14:25

ରଥର ଚକଗୁଡିକ ରଥରୁ ବାହାରିୟିବାରୁ, ସମାନଙ୍କେୁ ରଥଗୁଡିକ ଆଗଇେ ନବୋକୁ ବହୁତ କଷ୍ଟ ହେଲା। ମିଶରୀଯ ଲୋକମାନେ ଚିତ୍କାର କଲେ, ଚାଲ ଏଠାରୁ ପଳାଇ ୟିବା! ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରୁଛନ୍ତି।

ଦିତୀୟ ବିବରଣ 29:20

ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଦିତୀୟ ବିବରଣ 32:23

'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପରେ ଅମଙ୍ଗଳ ଦବୋ। ଆମ୍ଭେ ଆପଣା ବାଣସବୁ ସମାନଙ୍କେ ଉପରେ ବ୍ଯଯ କରିବା।

ଯିହୋଶୂୟ 10:11

ଯେତବେେଳେ ସମାନେେ ଇଶ୍ରାୟେଲୀୟମାନଙ୍କଠାରକ୍ସ୍ଟ ବୈଥୋରୋଣ ରାସ୍ତା ରେ ଗଡାଣି ଆଡକକ୍ସ୍ଟ ଦୌଡି ଆ ସକୋ ପର୍ୟ୍ଯନ୍ତ ପଳାଇଲେ, ସଦାପ୍ରଭୁ ସମାନଙ୍କେ ଉପରେ କକ୍ସ୍ଟଆପଥର ବୃଷ୍ଟି କଲେ। ତେଣୁ ସମାନଙ୍କେ ମଧ୍ଯରକ୍ସ୍ଟ ବହକ୍ସ୍ଟତ ମୃତକ୍ସ୍ଟ୍ଯବରଣ କଲେ। ୟକ୍ସ୍ଟଦ୍ଧ ରେ ଅସ୍ତ୍ର ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କ ସଂଖ୍ଯା ଅପେକ୍ଷା କକ୍ସ୍ଟଆପଥର ବୃଷ୍ଟି ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କର ସଂଖ୍ଯା ଅଧିକ ଅଟେ।

ବିଚାରକର୍ତାମାନଙ୍କ ବିବରଣ 4:17

କିନ୍ତୁ ସୀଷରା ପଳାଯନ କଲା। ସେ ୟାଯଲେ ତମ୍ବୁକକ୍ସ୍ଟ ଦଉଡି ପଳାଇଲା। ଯାୟେଲ ହେଉଛି କନେୀଯ ହବରେ ସ୍ତ୍ରୀ। ସେ ସମୟରେ ହାତ୍ ସୋରର ରାଜା ୟାବୀନ୍ ଓ କନେୀଯ ହବରେ ବଂଶ ମଧିଅରେ ଐକ୍ଯ ଥିଲା। ତେଣୁ ସେ ସଠାେକକ୍ସ୍ଟ ଦୌଡି ପଳାଇଲା।

ପ୍ରଥମ ଶାମୁୟେଲ 25:29

ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।

ଆୟୁବ ପୁସ୍ତକ 11:20

ଦୁଷ୍ଟ ଲୋକମାନଙ୍କର ଚକ୍ଷୁ ସମାନଙ୍କେୁ ବିଫଳତା ଦବେ। ଦୁଷ୍ଟ ଲୋକ ସାହାୟ୍ଯ ପାଇଁ ହାତ ବଢ଼ାଇ ପାରନ୍ତି। କିନ୍ତୁ ସମାନେେ ତାଙ୍କ ଅସୁବିଧାରୁ ରକ୍ଷା ପାଇପାରିବେ ନାହିଁ। ସମାନଙ୍କେର ଆଶା କବଳେ ମୃତ୍ଯୁ ଆଡ଼କୁ ନଇୟୋଏ।

ଆୟୁବ ପୁସ୍ତକ 20:24

ସେ ହୁଏତ ଲୁହା ଖଡ୍ଗରୁ ରକ୍ଷା ପାଇପା ରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକଇବେ।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଯିଶାଇୟ 10:3

ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।

ଯିରିମିୟ 13:14

ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'

ଯିହିଜିକଲ 5:11

ତହୁଁ ସଦାପ୍ରଭୁ ମାରେପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ବାରା ଓ ଆପଣାର ସବୁ ଘୃଣା ଯୋଗ୍ଯ କର୍ମଦ୍ବାରା ଆମ୍ଭର ପବିତ୍ରସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦବୋ। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।

ଯିହିଜିକଲ 9:5

ଏବଂ ସେ ଅନ୍ୟମାନଙ୍କୁ ମାରେ କର୍ଣ୍ଣ ଗୋଚର ରେ କହିଲେ, ତା'ର ପେଛ ନଗର ମଧ୍ଯକୁ ୟାଅ ଏବଂ କପାଳ ରେ ଚିହ୍ନ ନ ଥିବା ବ୍ଯକ୍ତିଙ୍କୁ ହତ୍ଯା କର। ଦୟା ଦଖାେଅ ନାହିଁ। ସମାନଙ୍କେୁ ଅନୁକମ୍ପା କର ନାହିଁ। ବୃଦ୍ଧବ୍ଯକ୍ତି, ୟୁବାବ୍ଯକ୍ତି, କୁମାରୀ, ସ୍ତ୍ରୀଲୋକ ଓ ଶିଶୁକୁ ମାରାତ୍ମକ ଅସ୍ତ୍ର ରେ ସମସ୍ତଙ୍କୁ ବଧ କର, କିନ୍ତୁ କପାଳ ରେ ଚିହ୍ନ ଥିବା ଲୋକ ନିକଟକୁ ୟାଅ ନାହିଁ।

ଯିହିଜିକଲ 24:14

ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ଆମୋଷ 2:14

କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡାଳି ମଧ୍ଯ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ଯ ବଳ ନଥିବ। ସୈନ୍ଯମାନେ ନିଜକୁ ରକ୍ଷା କରିପାରିବେ ନାହିଁ।

ଆମୋଷ 9:1

ସେ କହିଲେ, ମୁଁ ମାରେ ପ୍ରଭୁଙ୍କୁ ୟଜ୍ଞବଦେୀ ଉପ ରେ ଦଣ୍ତାଯମାନ ହବୋର ଦେଖିଲି। ସେ କହିଲେ, ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ବାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପ ରେ ପକାଅ। ଯଦି ଏଥିରୁ କହେି ବଞ୍ଚିବ ଆମ୍ଭେ ତାକୁ ଖଡ୍ଗ ରେ ଚ୍ଛଦନେ କରିବା। ଦୌଡି ୟାଇଥିବା ଲୋକ ମଧ୍ଯ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 8:32

ପରମେଶ୍ବର ଆମ୍ଭ ପାଇଁ ସବୁ କିଛି

ପିତରଙ୍କ ଦିତୀୟ ପତ୍ର 2:4

ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।

Interlinear

Choose Theme