Home Bibles ☰ Books ଆୟୁବ ପୁସ୍ତକ 28:11 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 28:11 · ଓଡ଼ିଆ ବାଇବେଲ

ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।

Cross references

ଆୟୁବ ପୁସ୍ତକ 26:8

ତଥାପି ପରମେଶ୍ବର ସହେି ବହୁତ ଭାରୀ ଓଜନ ଦ୍ବାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ୟୁକ୍ତ କରନ୍ତି। କିନ୍ତୁ ପରମେଶ୍ବର ଏତେ ଭାରୀ ହେଲବେି ମେଘ ଖଣ୍ଡ ଖଣ୍ଡ ହାଇେ ଖାଲିୟୋଏ ନାହିଁ।

ଯିଶାଇୟ 37:25

ଆମ୍ଭେ କୂପ ଖାେଳି ଜଳପାନ କରିଅଛୁ। ପୁଣି ମିଶରର ନଦୀସବୁକୁ ଶୁଷ୍କ କରାଇ ତା ଉପ ରେ ପଦଚାରଣା କରିଅଛୁ।'

ଯିଶାଇୟ 44:27

ଆମ୍ଲଭ ଗଭୀର ଜଳକୁ ଶୁଷ୍କସହବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦଲଉ।

ଯିଶାଇୟ 45:2

ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5

ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

Interlinear

Choose Theme