Home Bibles ☰ Books ଆୟୁବ ପୁସ୍ତକ 28:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 28:2 · ଓଡ଼ିଆ ବାଇବେଲ

ଲୋକେ ଲୁହା ପାଇଁ ଭୂମି ଖୋଳନ୍ତି। ପଥର ତରଳାଇ ତମ୍ବା ବାହାର କରାୟାଏ।

Cross references

ଆଦି ପୁସ୍ତକ 4:22

ସିଲ୍ଲାର ଗର୍ଭରୁ ତୁବଲ-କଯିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କଯିନର ନଯମା ନାମ୍ନୀ ଏକ ଭଉଣୀ ଥିଲା।

ଗଣନା ପୁସ୍ତକ 31:22

ତୁମ୍ଭମାନେେ ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା ଆଦି ଦ୍ରବ୍ଯ ଅଗ୍ନି ରେ ଦଗ୍ଧ କରି ଶୁଚି କରିବା ଉଚିତ୍ ଓ ଶୁଚି କରିବା ନିମନ୍ତେ ଧୋଇବ ଉଚିତ୍।

ଦିତୀୟ ବିବରଣ 8:9

ସଠାେରେ ତୁମ୍ଭମାନେେ ପ୍ରଚକ୍ସ୍ଟର ପରିମାଣର ଖାଦ୍ୟ ପାଇବ। ସଠାେରେ ତୁମ୍ଭମାନଙ୍କର ଆବଶ୍ଯକ ଦ୍ରବ୍ଯମାନ ଉପଲବ୍ଧ ହବେ। ସହେି ଦେଶର ପଥର ଲକ୍ସ୍ଟଟା ଅଟେ, ତୁମ୍ଭମାନେେ ସଠାେକାର ପର୍ବତରକ୍ସ୍ଟ ପିତ୍ତଳ ଖୋଳି ପାରିବ।

ପ୍ରଥମ ବଂଶାବଳୀ 22:14

ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ବର୍ଣ୍ଣ ଦଇେଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦଇେଅଛି। ମୁଁ ଏତେ ପରିମାଣ ରେ ପିତ୍ତଳ ଓ ଲୁହା ଦଇେଅଛି ଯେ, ତାହା ତୌଲ କରାୟାଇ ନ ପା ରେ। ମୁଁ କାଠ ଓ ପ୍ରସ୍ତର ମଧ୍ଯ ଦଇେଅଛି। ଶଲୋମନ, ତୁମ୍ଭେ ସେଥି ରେ ଆହୁରି ୟୋଗ କରିପାର।

Interlinear

Choose Theme