ଜ୍ଞାନ ଏ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲୁଚାୟାଇଛି। ଏପରିକି ଆକାଶ ରେ ଉଡ଼ୁଥିବା ପକ୍ଷୀମାନେ ମଧ୍ଯ ଜ୍ଞାନକୁ ଦେଖିପାରିବେ ନାହିଁ।
Cross references
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ଯଦ୍ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସମାନେେ ତାହା ଦେଖି ପାରି ନଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶିଣିବା ପାଇଁ ସମାନେେ ଗ୍ଭହିଁଥିଲେ, କିନ୍ତୁ ସମାନେେ ତାହା ଶୁଣି ପାରି ନଥିଲେ।
ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2
କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।