ପରମେଶ୍ବର ତାଙ୍କର ଶକ୍ତିକୁ ପବନକୁ ଦଇେଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହାଇପୋରିବ।
Cross references
ଯେତବେେଳେ ପରମେଶ୍ବର ବର୍ଷାକୁ ରଦ୍ଦ କରନ୍ତି, ତା' ହେଲେ ପୃଥିବୀ ଶୁଷ୍କ ହାଇୟୋଏ ଏବଂ ସେ ଯେତବେେଳେ ବର୍ଷା ଛାଡ଼ି ଦିଅନ୍ତି, ତା' ହେଲେ ପୃଥିବୀ ରେ ବନ୍ଯା ହାଇୟୋଏ।
ଆୟୁବ, ତୁମ୍ଭେ ଜାଣ କି ପରମେଶ୍ବର କିପରି ବାଦଲକୁ ନିଯନ୍ତ୍ରଣ କରନ୍ତି। ତୁମ୍ଭେ ଜାଣ କି ପରମେଶ୍ବର ତାଙ୍କର ବିଜୁଳି ଚମକାନ୍ତି ?
ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।
ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।
ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?