Home Bibles ☰ Books ଆୟୁବ ପୁସ୍ତକ 28:3 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 28:3 · ଓଡ଼ିଆ ବାଇବେଲ

ଶ୍ରମିକମାନେ ହାତ ରେ ଆଲୁଅ ଧରି ଖଣି ଭିତରକୁ ୟାଆନ୍ତି। ସେ ଗୁମ୍ଫା ଭିତ ରେ ସମାନେେ ପଥର ସବୁ ଅନ୍ଧକାର ରେ ସନ୍ଧାନ କରନ୍ତି।

Cross references

ଆୟୁବ ପୁସ୍ତକ 3:5

ମୁଁ ଚା ହେଁ ସହେି ଦିନଟି ମୃତ୍ଯୁ ଭଳି ଅନ୍ଧକାର ହାଇେ ରହନ୍ତା। ମୁଁ ଚା ହେଁ ବାଦଲ ତାକୁ ଲୁଚାଇ ଦିଅନ୍ତା। ମୁଁ ଚା ହେଁ ଯେଉଁଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସହେିଦିନର ଆଲୋକକୁ ଭୟଭୀତ କରାଇଦେଉ।

ଆୟୁବ ପୁସ୍ତକ 10:21

ପୂର୍ବରୁ ମୁଁ ସହେି ସ୍ଥାନକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ। ଯାହା ମୃତ୍ଯୁ ଓ ଅନ୍ଧକାର ଅଟେ।

ଆୟୁବ ପୁସ୍ତକ 12:22

ପରମେଶ୍ବର ଅନ୍ଧକାରର ଗୂଢ଼ ରହସ୍ଯକୁ ଜାଣନ୍ତି। ସେ ମୃତ୍ଯୁଭଳି ଘନ ଅନ୍ଧକାର ଆଚ୍ଛାଦିତ ସ୍ଥାନକୁ ଆଲୋକିତ କରିଦଇେ ପାରନ୍ତି।

ଆୟୁବ ପୁସ୍ତକ 38:16

ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?

ହିତୋପଦେଶ 2:4

ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।

ଉପଦେଶକ 1:13

ମୁଁ ମନ ଯୋଗ କରି ଅଧ୍ଯଯନ ପାଇଁ ଏବଂ ଜ୍ଞାନ ଦ୍ବାରା ସବୁକିଛି ବୁଝିବା ପାଇଁ ଯାହା ସ୍ବର୍ଗତଳେ ହୁଏ। ଏହି କାର୍ୟ୍ଯ, ଯାହା ପରମେଶ୍ବର ମନୁଷ୍ଯମାନଙ୍କୁ ଦଇେଛନ୍ତି ବ୍ଯସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।

ହବକକୂକ 2:13

ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।

ମାଥିଉଲିଖିତ ସୁସମାଚାର 6:33

ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।

ଲୂକଲିଖିତ ସୁସମାଚାର 16:8

ପରେ ମାଲିକ ସହେି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲଇେ ଦେଲେ। ତାହାଙ୍କ ଭଳି, ଅନ୍ଯଲୋକମାନଙ୍କ ସହିତ ବ୍ଯବସାୟ କରିବା ରେ ଏହି ସାଂସାରିକ ଲୋକମାନେ ଆଧ୍ଯାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।

Interlinear

Choose Theme