ଖାଦ୍ୟ ଶସ୍ଯ ଭୂମିର ଉପରେ ହୁଏ କିନ୍ତୁ ତଳେ ଏହା ସମ୍ପୂର୍ଣ୍ଣ ଅଲଗା। ସତେ ଯେପରିକି ସବୁକିଛି ଅଗ୍ନିଦ୍ବାରା ତରଳି ୟାଏ।
Cross references
ପରମେଶ୍ବର କହିଲେ, ପୃଥିବୀ ତୃଣ ଓ ସଜୀବ ଶାକ, ଜୀବ ସମ୍ବଳିତ ନିଜ ନିଜ ଜାତି ଅନୁୟାଯୀ ଫଳ ଉତ୍ପନ୍ନ କରୁ, ଏହିପରି ହେଲା।
ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।
ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।
କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପ ରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନ ରେ ୟବ ଏବଂ କ୍ଷେତ୍ରର ସୀମା ରେ ଜହ୍ନୀ ବୁଣିଥାଏ।
ତୁମ୍ଭେ ପରମେଶ୍ବର ଉଦ୍ୟାନ ଏଦନ ରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ୟ୍ଯମଣି, ଗୋମଦେକମଣି, ସୂର୍ୟ୍ଯକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ୟାବତୀଯ ବହୁମୂଲ୍ଯ ପ୍ରସ୍ତର ସୁବର୍ଣ୍ଣ ରେ ଖଚିତ ହାଇେଥିଲା। ତୁମ୍ଭେ ସୃଷ୍ଟି ହବୋ ଦିନରୁ ସମସ୍ତ ସୌନ୍ଦର୍ୟ୍ଯ ଶିଳ୍ପ ଚାଚୁରୀ ରେ ପରିପୂର୍ଣ୍ଣ ଥିଲା।