ଆୟୁବ ପୁସ୍ତକ 28:6 · ଓଡ଼ିଆ ବାଇବେଲ
ଭୂମିର ନିମ୍ନ ଭାଗ ରେ ଇନ୍ଦ୍ରନୀଳମଣୀ ଏବଂ ଶୁଦ୍ଧ ସୁବର୍ଣ୍ଣର ରଣେୁ ସଠାେରେ ଥାଏ।
Cross references
ଯାତ୍ରା ପୁସ୍ତକ 24:10
ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।
ଆୟୁବ ପୁସ୍ତକ 28:16
ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।
ପରମଗୀତ 5:14
ତାହାଙ୍କ ହସ୍ତ ଦ୍ବଯ ବୈଦୁର୍ୟ୍ଯ ମଣି ରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ଯ। ତାହାଙ୍କ ଶରୀର ନୀଳକାନ୍ତ ମଣି ମଣ୍ଡିତ ଗଜଦନ୍ତମଯ ଶିଳ୍ପ କର୍ମ ତୁଲ୍ଯ।
ଯିଶାଇୟ 54:11
ହେ ଦୁଃଖିନୀ, ତାଫୋନ ବିଧ୍ବସ୍ତ ଓ ସାନ୍ତ୍ବନା ବିରହିତ ନଗରୀ ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣ ରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ବାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:19
ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।