ଆୟୁବ ପୁସ୍ତକ 28:8 · ଓଡ଼ିଆ ବାଇବେଲ
ବଣୁଆ ଜନ୍ତୁମାନେ ମଧ୍ଯ ସଭେଳି ବାଟରେ ୟାଇ ନ ଥିବେ। ସିଂହମାନେ ମଧ୍ଯ ସେ ବାଟରେ ୟାଇ ନ ଥିବେ।
Cross references
ଆୟୁବ ପୁସ୍ତକ 41:34
ଲବେିଯାଥନ ସବୁଠାରୁ ଗର୍ବୀ, ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସହେି ଲବେିଯାଥନକୁ ସୃଷ୍ଟି କରିଛି।
ହିତୋପଦେଶ 2:7
ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।