ଆୟୁବ ପୁସ୍ତକ 28:9 · ଓଡ଼ିଆ ବାଇବେଲ
ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସହେି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।
Cross references
ନାହୂମ 1:4
ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।