Home Bibles ☰ Books ଆୟୁବ ପୁସ୍ତକ 29:10 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 29:10 · ଓଡ଼ିଆ ବାଇବେଲ

ଏପରିକି ଗଣ୍ଯମାନ୍ଯ ବ୍ଯକ୍ତି ମଧ୍ଯ ତାଙ୍କର କଥା କହିଲା ବେଳେ ଆସ୍ତେ କଥା ହେଉଥିଲେ, ଏହା ଦଖାଯାେଉଥିଲା ଯେପରି ତାଙ୍କର ଜିଭ ପାଟି ରେ ଅଟକି ଯାଉଥିଲା।

Cross references

ଗୀତସଂହିତା 137:6

ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ କବେେ ଭୁଲେ, ତବେେ ମାରେ କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ଯିହିଜିକଲ 3:26

ତା'ପ ରେ ଆମ୍ଭେ ତୁମ୍ଭ ଜିହ୍ବାକୁ ତୁମ୍ଭ ମୁଖର ତାଳୁ ରେ ୟୁକ୍ତ କରିବା, ଫଳ ରେ ତୁମ୍ଭେ ନୀରବ ରହିବ ଓ ସମାନଙ୍କେୁ ଗାଳି ଦବୋକୁ ସମର୍ଥ ହବେ ନାହିଁ। ଯଦିଓ ସମାନେେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।

Interlinear

Choose Theme