Home Bibles ଆୟୁବ ପୁସ୍ତକ 29:24 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 29:24 · ଓଡ଼ିଆ ବାଇବେଲ

ମୁଁ ସହେି ଲୋକମାନଙ୍କ ସହିତ ହସିଲି ଏବଂ ସମାନେେ ତାହା ବିଶ୍ବାସ କରିପାରିଲେ ନାହିଁ। ମାରେ ହସ ଦ୍ବାରା ସମାନେେ ଅଧିକ ଖୁସି ଅନୁଭବ କଲେ।

Cross references

ଆଦି ପୁସ୍ତକ 45:26

ଭାଇମାନେ ତାଙ୍କ ପିତାଙ୍କୁ କହିଲେ, ପିତା, ଯୋଷଫେ ଏବଂ ମଧ୍ଯ ବଞ୍ଚିଛନ୍ତି। ଏବେ ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।

ଗୀତସଂହିତା 4:6

ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।

ଗୀତସଂହିତା 89:15

ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।

ଗୀତସଂହିତା 126:1

ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।

ଲୂକଲିଖିତ ସୁସମାଚାର 24:41

ଶିଷ୍ଯମାନେ ବିସ୍ମିତ ହାଇଗେଲେ। ସମାନେେ ଯୀଶୁଙ୍କୁ ଶରୀର ରେ ଦେଖି ବହୁତ ଖୁସି ହାଇଗେଲେ। ତଥାପି ସମାନେେ ଯାହା ଦେଖିଲେ, ତାହା ବିଶ୍ବାସ କରି ପାରିଲେ ନାହିଁ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ କିଛି ଖାଇବା ପଦାର୍ଥ ଅଛି କି?

Interlinear

Choose Theme