Home Bibles ☰ Books ଆୟୁବ ପୁସ୍ତକ 3:25 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 3:25 · ଓଡ଼ିଆ ବାଇବେଲ

କାରଣ ମୁଁ ଯେଉଁ ବିଷଯ ରେ ଭୟ କରୁଥିଲି ତାହା ହିଁ ମାେ ପ୍ରତି ଘଟିଲା ଏବଂ ଯେଉଁ ବିଷଯ ରେ ଅତି ଆଶଙ୍କା କରୁଥିଲି ତାହା ମାେ ନିକଟରେ ଉପସ୍ଥିତ ହେଲା।

Cross references

ଆୟୁବ ପୁସ୍ତକ 1:5

ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶୟ୍ଯା ତ୍ଯାଗ କରି ତା'ର ପ୍ରେତ୍ୟକକ ପୁଅର ମଙ୍ଗଳ ପାଇଁ ପରମେଶ୍ବରଙ୍କ ନିକଟରେ ହାମବେଳି ଅର୍ପଣ କରୁଥିଲା। ସେ ଭାବୁଥିଲା, ମାେ ପିଲାମାନେ ହୁଏତ ହୃଦଯ ରେ ପାପକରି ପରମେଶ୍ବରଙ୍କୁ ଶାପ ଦଇେଥାଇ ପାରନ୍ତି। ଆୟୁବ ପ୍ରେତ୍ୟକକ ଥର ଏପରି କଲେ।

ଆୟୁବ ପୁସ୍ତକ 30:15

ମୁଁ ଭୟ ରେ ଥରୁଅଛି। ବାଯୁ ଜିନିଷସବୁକୁ ଉଡ଼ାଇ ନଲୋଭଳି ସମାନେେ ମାରେ ସମ୍ମାନକୁ ଉଡ଼ଇେ ନେଉଛନ୍ତି। ମେଘଭଳି ମାରେନିରାପତ୍ତା ହଜିଯାଉଛି।

ଆୟୁବ ପୁସ୍ତକ 31:23

କିନ୍ତୁ ସହେିସବୁ କଦର୍ୟ୍ଯ କାମ ଭିତରୁ କୌଣସି ମୁଁ କବେେ କରି ନାହିଁ। ପରମେଶ୍ବରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମାେତେ ଭୟଭୀତ କରେ।

Interlinear

Choose Theme