Home Bibles ☰ Books ଆୟୁବ ପୁସ୍ତକ 3:7 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 3:7 · ଓଡ଼ିଆ ବାଇବେଲ

ସହେି ରାତ୍ରି ରେ କୌଣସି ଉତ୍ପାଦନ ନ ହେଉ। ସହେି ରାତି ରେ କୌଣସି ଶୁଭ ଖବର ଶୁଣା ନ ଯାଉ।

Cross references

ଯିଶାଇୟ 13:20

ମାତ୍ର ସେ ଆଉ ସୁନ୍ଦର ହାଇେ ରହିବ ନାହିଁ। ଲୋକମାନେ ଭବିଷ୍ଯତ ରେ ଆଉ ସଠାେ ରେ ବାସ କରିବେ ନାହିଁ। ଆରବୀଯମାନେ ଆଉ ସଠାେ ରେ ତମ୍ବୁ ପକାଇବେ ନାହିଁ। ମଷେପାଳକମାନେ ସମାନଙ୍କେର ମଷେମାନଙ୍କୁ ସଠାେ ରେ ଚରାଇବା ପାଇଁ ଆଣିବେ ନାହିଁ।

ଯିଶାଇୟ 24:8

ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।

ଯିରିମିୟ 7:34

ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ୟିରୁଶାଲମର ସଡ଼କମାନଙ୍କ ରେ ସୁଖ ଓ ଆନନ୍ଦଧ୍ବନି ଦୂର କରିବା। ବର କନ୍ଯାମାନଙ୍କର ଆମାଦେ ଧ୍ବନି ଆଉ ୟିରୁଶାଲମ ରେ ଶୁଣାୟିବ ନାହିଁ। କାରଣ ସମଗ୍ର ଦେଶ ଧ୍ବଂସ ସ୍ତୁପ ରେ ପରିଣତ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:22

ତୋ'ଠା ରେ କହେି ହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ଯୟନ୍ତ୍ର ଶୁଣିବେ ନାହିଁ। ତୋ'ଠା ରେ କୌଣସି ଶିଳ୍ପର କାରିଗରମାନେ ଆଉ ଦଖାେଯିବେ ନାହିଁ। ତୋ'ଠା ରେ ଚକିପଷୋର ଶବ୍ଦ ଆଉ କବେେ ହେଲେ ଶୁଣାୟିବ ନାହିଁ।

Interlinear

Choose Theme