Cross references
ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।
ହେ ପରମେଶ୍ବର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦଲେ ୟାହା ମୃତ୍ଯୁଭଳି ଗାଢ଼ ଅନ୍ଧକାର ଅଟେ।
ମୁଁ ମରୁଭୂମିର ଏକାକୀ ପଚୋ ପରି, ମୁଁ ଏକ ପଚୋପରି ନିଃସଙ୍ଗ ୟିଏକି ଏକ ପୁରୁଣା ଧ୍ବଂସିତ ପରିତ୍ଯକ୍ତ କୋଠାରେ ବାସ କରୁଛି।
ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି ମୁଁ ଶୋଇପାରେ ନାହିଁ।
ସହେି ମରୁଭୂମିରେ କବଳେ କେତକେ ବନ୍ଯପ୍ରାଣୀ ବାସ କରିବେ। ବାବିଲନୀଯମାନେ ସମାନଙ୍କେ ନିଜ ଗୃହ ରେ ଆଉ ରହିବେ ନାହିଁ। ସହେି ଗୃହଗୁଡ଼ିକ ପଚୋ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ଯଛାଗ ସଠାେ ରେ ନୃତ୍ଯ କରିବେ।
ମୁଁ କପୋତ, ଚାତକ ଓ ସାରସ ପକ୍ଷୀପରି ଶବ୍ଦ କଲି। ଉପରକୁ ଦୃଷ୍ଟି କରି କରି ମାରଚେକ୍ଷୁ କ୍ଲାନ୍ତ ହାଇଗେଲା। ହେ ସଦାପ୍ରଭୁ, ମୁଁ ବିପଦଗ୍ରସ୍ତ, ତୁମ୍ଭେ ମାେତେ ସାହାୟ୍ଯ କର।'
ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହବେି। ମୁଁ ବିବସ୍ତ୍ର ହାଇେ ଖାଲି ପାଦ ରେ ବୁଲିବି। ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି ଓ ଓଟପକ୍ଷୀ ପରି ଶାେକ କରିବି।
ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।