Home Bibles ଆୟୁବ ପୁସ୍ତକ 30:9 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 30:9 · ଓଡ଼ିଆ ବାଇବେଲ

ବର୍ତ୍ତମାନ ସହେି ଲୋକମାନଙ୍କର ପୁଅମାନେ ମାେତେ ନଇେ ପରିହାସ ସୂଚକ ଗୀତ ବୋଲନ୍ତି ଏବଂ ମାେ ନାଁ ଏକ ଅପଶବ୍ଦ ରେ ପରିଣତ ହାଇେଛି।

Cross references

ଆୟୁବ ପୁସ୍ତକ 12:4

ମୁଁ ମାରେ ବନ୍ଧୁମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି। ସମାନେେ କୁହନ୍ତି : ସେ 'ପରମେଶ୍ବରଙ୍କୁ ଡ଼ାକିଲା ଓ ପରମେଶ୍ବର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।' ମୁଁ ଜଣେ ଧାର୍ମିକ ବ୍ଯକ୍ତି, ମୁଁ ସରଳ ତଥାପି ସମାନେେ ମାେତେ ଦେଖି ହସନ୍ତି।

ଆୟୁବ ପୁସ୍ତକ 17:6

ପରମେଶ୍ବର ମାରେ ନାମକୁ ସମସ୍ତଙ୍କ ପାଇଁ ଏକ ଖରାପ ବାକ୍ଯ କରିଛନ୍ତି। ଲୋକେ ମାେ ମୁହଁ ରେ ଛପେ ପକାଉଛନ୍ତି।

ଗୀତସଂହିତା 35:15

ମୁଁ ଯେତବେେଳେ ଗୋଟିଏ ଭୁଲ୍ କରି ବସିଲି, ସହେି ଲୋକମାନେ ମାେତେ ଦେଖି ହସିଲେ। ସହେି ଲୋକମାନେ ପ୍ରକୃତ ବନ୍ଧୁ ନୁହଁନ୍ତି। ମୁଁ ସମାନଙ୍କେୁ ସତେ ୟମେିତି ଜାଣେ ନାହିଁ। ସମାନେେ ମାେତେ ଚାରିଆଡ଼ୁ ଘରେି ଆକ୍ରମଣ କଲେ।

ଗୀତସଂହିତା 44:14

ତୁମ୍ଭେ ଆମ୍ଭକୁ ଏକ ବିପର୍ୟ୍ଯଯର କାହାଣୀରେ ପରିଣତ କରିଛ, ୟାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ଯ ମଧ୍ଯ ନାହିଁ, ସମାନେେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।

ଗୀତସଂହିତା 69:11

ମୁଁ ଶାେକରେ ଚଟବସ୍ତ୍ର ପରିଧାନ କରେ ଏବଂ ଲୋକମାନେ ମାେତେ ପରିହାସ କରନ୍ତି।

ଯିରିମିୟ 20:7

ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ଭବିଷ୍ଯଦବକ୍ତା ହବୋରୁ ବିପଥଗାମୀ କରାଇଲ ଓ ମୁଁ ପ୍ରଚାରିତ ହଲିେ। ତୁମ୍ଭେ ମାଠାରୁେ ଶକ୍ତିଶାଳୀ, ଯେଉଁଥିପାଇଁ ମାେ'ଠାରୁ ଜଯ କରିଅଛ। ମୁଁ ଦିନୟାକ ଉପହାସର ପାତ୍ର ହାଇେଅଛି, ସମସ୍ତେ ମାେତେ ପରିହାସ କରୁଛନ୍ତି।

ଯିରିମିୟଙ୍କ ବିଳାପ 3:14

ମୁଁ ମାେ ନିଜ ଲୋକମାନଙ୍କର ଉପହାସର ପାତ୍ର ଓ ଦିନସାରା ତାତ୍ସଲ୍ଯ ସଂଗୀତର ଏକ ଉତ୍ସ ହାଇେଅଛି।

ଯିରିମିୟଙ୍କ ବିଳାପ 3:63

ତୁମ୍ଭେ ସମାନଙ୍କେର ବସିବାର ଓ ଠିଆ ହବୋର ନିରୀକ୍ଷଣ କରିଛ। ଆଉ ଦେଖ, ସମାନେେ କିପରି ମାେତେ କରୁଛନ୍ତି।

Interlinear

Choose Theme