Home Bibles ☰ Books ଆୟୁବ ପୁସ୍ତକ 31:11 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 31:11 · ଓଡ଼ିଆ ବାଇବେଲ

କାହିଁକି ? କାରଣ ୟୌନାଚାର ପାପ ନିନ୍ଦନୀଯ। ଏହି ପାପୀ ନିଶ୍ଚିତ ଦଣ୍ଡ ପାଇବା ଉଚିତ୍।

Cross references

ଆଦି ପୁସ୍ତକ 20:9

ଏହାପରେ ଅବିମଲକେ ଅବ୍ରହାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ଆମ୍ଭ ପ୍ରତିି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ'ଣ କରିଛି ଯେ, ମାେ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମାେ ପ୍ରତି ଏପରି କରିବାର ନ ଥିଲା।

ଆଦି ପୁସ୍ତକ 26:10

ଅବିମଲକେ କହିଲା, ତୁମ୍ଭେ ଆମ୍ଭକୁ ଖରାପ ବ୍ଯବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଂଗ ରେ ଅନ୍ଯାଯାସ ରେ ଶଯନ କରି ଥାଆନ୍ତା। ତାହାହେଲେ ସେ ପାପରେ ଭାଗିଦାର ହାଇେଥାନ୍ତା।

ଆଦି ପୁସ୍ତକ 38:24

ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

ଆଦି ପୁସ୍ତକ 39:9

ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।

ଯାତ୍ରା ପୁସ୍ତକ 20:14

ତୁମ୍ଭେ ବ୍ଯଭିଚାର କରିବ ନାହିଁ।

ଲେବୀୟ ପୁସ୍ତକ 20:10

ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।

ଦିତୀୟ ବିବରଣ 22:22

ଯଦି କୌଣସି ଲୋକ ଅନ୍ୟ ଜଣେ ବିବାହିତ ସ୍ତ୍ରୀ ସହିତ ଶାରୀରୀକ ୟୌନ ସଐର୍କ ଥିବାର ଦେଖିବାକକ୍ସ୍ଟ ତୁମ୍ଭେ ପାଅ। ସେ ଦକ୍ସ୍ଟହିଁଙ୍କକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବା ଉଚିତ୍। ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ଏହି ଦକ୍ସ୍ଟଷ୍କର୍ମ ଦୂରକରିବା ଉଚିତ୍।

ଆୟୁବ ପୁସ୍ତକ 31:28

ଏହା ଏକ ପାପ ଯାହା ଦଣ୍ଡ ପାଇବା ଯୋଗ୍ଯ। ଯଦି ମୁଁ ସହେି ବସ୍ତୁକୁ ପୂଜା କରିଥାଏ, ସର୍ବଶକ୍ତିମାନ ପରମେଶ୍ବରଙ୍କ ପ୍ରତି ମୁଁ ଅବିଶ୍ବସ୍ତ ହାଇେଥାନ୍ତି।

ହିତୋପଦେଶ 6:29

ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।

ଯିହିଜିକଲ 16:38

ମୁଁ ତୁମ୍ଭକୁ ବ୍ଯଭିଚାରିଣୀ ଓ ହତ୍ଯାକାରିଣୀ ରୂପେ ବିଚାର କରିବି। ଏବଂ କୋପ ଓ ଅନ୍ତଜ୍ବାଳାର ରକ୍ତ ତୁମ୍ଭ୍ ଉପ ରେ ଉପସ୍ଥିତ କରିବି।

Interlinear

Choose Theme