Home Bibles ଆୟୁବ ପୁସ୍ତକ 31:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 31:21 · ଓଡ଼ିଆ ବାଇବେଲ

ଅନାଥ ବାଳକକୁ ମୁଁ କବେେ ହାତ ଉଠାଏ ନାହିଁ ବରଂ ମାରଫୋଟକ ପାଖ ରେ ସାହାୟ୍ଯ କାମନା କରି ଛିଡ଼ା ହାଇେ ଥିବାର ମୁଁ ତାକୁ ଦେଖେ।

Cross references

ଆୟୁବ ପୁସ୍ତକ 6:27

ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।

ଆୟୁବ ପୁସ୍ତକ 22:9

ଏହାବି ହାଇପୋ ରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦଇେ ପଠାଇ ଦଇେଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।

ଆୟୁବ ପୁସ୍ତକ 24:9

ଦୁଷ୍ଟ ଲୋକେ ମା କୋଳରୁ ସ୍ତନ୍ଯପାନ କରୁଥିବା ସନ୍ତାନକୁ ଛଡ଼ାଇ ନିଅନ୍ତି। ସମାନେେ ଗରିବ ଲୋକର ପିଲାକୁ କରଜର ବନ୍ଧକ ସ୍ବରୂପ ରଖନ୍ତି।

ଆୟୁବ ପୁସ୍ତକ 29:12

କାହିଁକି ? କାରଣ ଯେତବେେଳେ କୌଣସି ଗରିବ ଲୋକଟିଏ ସାହାୟ୍ଯ ପାଇଁ ଡ଼ାକୁଥିଲା ମୁଁ ତାକୁ ସାହାୟ୍ଯ କରୁଥିଲି। ମୁଁ ମଧ୍ଯ ସହେି ପିଲାମାନଙ୍କୁ ସାହାୟ୍ଯ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସମାନଙ୍କେର ଯତ୍ନ ନବୋକୁ କହେି ନ ଥିଲେ।

ଗୀତସଂହିତା 82:3

ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର।

ହିତୋପଦେଶ 23:10

ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।

ଯିରିମିୟ 5:28

ସମାନେେ ଅଧିକରୁ ଅଧିକ ମାଟୋ ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ୟାଆନ୍ତି। ସମାନେେ ଅନାଥମାନଙ୍କର ମକଦ୍ଦମା ରେ ନ୍ଯାଯୋଚିତ ବିଚାର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରିପାରନ୍ତି। ସମାନେେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।

ଯିହିଜିକଲ 22:7

ତୁମ୍ଭ ମଧିଅରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସମାନେେ, ତୁମ୍ଭମାନଙ୍କ ମଧିଅରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ଯାଚାର କଲେ, ଅନାଥ ଓ ବିଧବା ପ୍ରତି ଅନ୍ଯାଯ କରିଅଛନ୍ତି।

ମୀଖା 2:1

ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।

ମୀଖା 7:3

ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

Interlinear

Choose Theme