Home Bibles ☰ Books ଆୟୁବ ପୁସ୍ତକ 31:30 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 31:30 · ଓଡ଼ିଆ ବାଇବେଲ

ମାରେ ଶତ୍ରୁମାନଙ୍କୁ ଅଭିଶାପ ଦଇେ ଓ ସମାନଙ୍କେ ମୃତ୍ଯୁ କାମନା ରେ ମାରେ ମୁଖକୁ ପାପୟୁକ୍ତ ହବୋକୁ ଦଇେ ନାହିଁ।

Cross references

ଯାତ୍ରା ପୁସ୍ତକ 23:4

ଯଦି ତୁମ୍ଭେ ପଥହରା ଗୋରୁ କିମ୍ବା ଗଧ ଦେଖ, ତବେେ ତାକୁ ତା'ର ମୁନିବକୁ ଫରୋଇ ଦିଅ, ଯଦି ସେ ତୁମ୍ଭର ଶତୃ ବି ହାଇେଥାଏ।

ଉପଦେଶକ 5:2

ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ବରଙ୍କ ଆଗ ରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ବର ସ୍ବର୍ଗ ରେ ଅଛନ୍ତି ଓ ତୁମ୍ଭେ ପୃଥିବୀ ରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।

ଉପଦେଶକ 5:6

ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହବୋକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୃଢ଼ ସାକ୍ଷାତ ରେ କୁହ ନାହିଁ। ପରମେଶ୍ବର ତୁମ୍ଭ ଉପ ରେ କାହିଁକି କୋରଧ ହବେେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।

ମାଥିଉଲିଖିତ ସୁସମାଚାର 5:22

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ

ମାଥିଉଲିଖିତ ସୁସମାଚାର 5:43

ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ତୁମ୍ଭର ପଡ଼ୋଶୀଙ୍କୁ ପ୍ ରମେ କର ଓ ଶତୃମାନଙ୍କୁ ଘୃଣା କର।'

ମାଥିଉଲିଖିତ ସୁସମାଚାର 12:36

କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।

ରୋମୀୟଙ୍କ ପ୍ରତି ପତ୍ର 12:14

ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।

ଯାକୁବଙ୍କ ପତ୍ 3:6

ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।

ଯାକୁବଙ୍କ ପତ୍ 3:9

ଏହି ଜିହ୍ବା ଦ୍ବାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତାପରେ ପରମେଶ୍ବର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ଯ ରେ ତିଆରି କରିଛନ୍ତି, ସହେି ଲୋକମାନଙ୍କୁ ଅଭିଶାପ ଦେଉ।

ପିତରଙ୍କ ପ୍ରଥମ ପତ୍ 2:22

ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9

ପିତରଙ୍କ ପ୍ରଥମ ପତ୍ 3:9

ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।

Interlinear

Choose Theme