ଆପଣ ତିନିଜଣ କହିପାରିବେ ନାହିଁ ଯେ ଆପଣମାନେ ଜ୍ଞାନ ଲାଭ କରି ଅଛନ୍ତି। ଆୟୁବର ୟୁକ୍ତିର ଉତ୍ତର ପରମେଶ୍ବର ନିଶ୍ଚଯ ଦବୋ ଉଚିତ୍, ଲୋକମାନେ ନୁହଁନ୍ତି।
Cross references
ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବୀ ନାହିଁ। ଏପରିକି ତୁମ୍ଭ ପାଖ ରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ଯ ନବେି ନାହିଁ। ମୁଁ ତୁମ୍ଭକୁ କହିବାକୁ ଚା ହେଁ ନାହିଁ, 'ମୁଁ ଅବ୍ରାମଙ୍କୁ ଧନି କରିଛି।'
ଏହାପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ମିଦିଯନମାନଙ୍କୁ ପରାସ୍ତ କରିବା ପାଇଁ ମୁ ତୁମ୍ଭର ଲୋକମାନଙ୍କୁ ସହାୟ ହବେି। କିନ୍ତୁ ତୁମ୍ଭର ଏତେ ସୈନ୍ଯ ଅଛନ୍ତି ଯେ ମୁ ସମାନଙ୍କେୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ଯମାନେ ଭାବିବେ ଯେ, ସମାନେେ ନିଜ ଶକ୍ତି ବଳ ରେ ଶତୃମାନଙ୍କୁ ପରାସ୍ତ କରିଛନ୍ତି। ଇଶ୍ରାୟେଲର ଲୋକମାନେ ମାେତେ ଭୂଲିୟାଆନ୍ତକ୍ସ୍ଟ ବୋଲି ଓ ସମାନେେ ନିଜକକ୍ସ୍ଟ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତକ୍ସ୍ଟ ବୋଲି ମୁ ଗ୍ଭ ହେଁ ନାହିଁ।
ସେ ପ୍ରାର୍ଥନା କରି କହିଲା,
ଆୟୁବ ତା'ର ପତ୍ନୀକୁ ଉତ୍ତର ଦଲୋ, ତୁମ୍ଭେ ଜଣେ ମୂର୍ଖ ସ୍ତ୍ରୀ ଭଳି କଥା କହୁଛ। ପରମେଶ୍ବର ଆମ୍ଭକୁ ସବୁକିଛି ଭଲ ଜିନିଷ ଦଇେଛନ୍ତି, ଆମ୍ଭେ ତାକୁ ଗ୍ରହଣ କରିଅଛୁ। ସହେିଭଳି ଆମ୍ଭେ ମଧ୍ଯ ସେ ଦେଉଥିବା କଷ୍ଟକୁ ଗ୍ରହଣ କରିବା ଉଚିତ୍। ଯଦିଓ ଏହାସବୁ ଘଟିଲା ଆୟୁବ ତା' ଓଷ୍ଠ ରେ ପାପ କଲା ନାହିଁ।
ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି।
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।
ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି ? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ ?
କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି ? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।
ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି ? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।
ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।
ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥାନ୍ତ, ଆମ୍ଭର ଦବେତା ଏହା କରିଅଛନ୍ତି,' ପୁଣି କହିଥାନ୍ତ 'ଆମ୍ଭର ଖାଦେିତ ଓ ଛାଞ୍ଚ ରେ ଢ଼ଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।'
ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥାନ୍ତ।'
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।
ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣିପାରିବ।
ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡିକୁ ରକ୍ଷା କରିବେ। ସେ ଏପରି କରିବେ ୟଦ୍ବାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ୟିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହବେ ନାହିଁ।
ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।
ଶାସ୍ତ୍ର ରେ ଲଖାେ ଅଛି :
କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା