କିନ୍ତୁ ମଣିଷ ଭିତ ରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ବାସ ଯାହା ସମାନଙ୍କେୁ ସମସ୍ତ ବୁଝାମଣା ଦଇେଥାଏ।
Cross references
ସେତବେେଳେ ଫାରୋ ସମାନଙ୍କେୁ କହିଲେ, ମୁଁ ଭାବୁଛି ଆମ୍ଭେ ଏହି କାର୍ୟ୍ଯ ପାଇଁ ଯୋଷଫଙ୍କେଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ବରଙ୍କ ଆତ୍ମା ତା' ମଧିଅରେ ଅଛନ୍ତି।
ତେଣୁ ଫାରୋ ଯୋଷଫଙ୍କେୁ କହିଲେ, ପରମେଶ୍ବର ତୁମ୍ଭକୁ ଏହି ସବୁ ଦଖାଇେ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ।
ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦବୋକୁ ଯାଉଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦବୋ ଯେ, ଅତୀତ ରେ ତୁମ୍ଭ ସମାନ କହେି ନ ଥିଲେ କି ଭବିଷ୍ଯତ ରେ କହେି ହବେେ ନାହିଁ।
ଇଶ୍ରାୟେଲର ସମଗ୍ର ଲୋକେ ରାଜାଙ୍କର ନ୍ଯାଯ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସମାନେେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦଯ ରେ ପରମେଶ୍ବରଙ୍କ ଦତ୍ତ ଜ୍ଞାନ ରହିଛି।
ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
ମାରେ ଲୋକମାନେ ଲିବାନୋନଠାରୁ ସମୁଦ୍ର ପର୍ୟ୍ଯନ୍ତ ତାହା ଆଣିବେ; ପୁଣି ଆପଣଙ୍କ ନିରୂପିତ ସ୍ଥାନ ରେ ମୁଁ ସମୁଦ୍ର ପଥରେ ଭଳୋବାନ୍ଧି ପଠାଇ ସଠାେରେ ଫିଟାଇ ଦବେି, ସଠାରୁେ ଆପଣ ନଇେଯିବେ। ଏବଂ ମାରେ ରାଜକୀଯ ପ୍ରାସାଦକୁ ଖାଦ୍ୟ ପଠାଇ ମାେ ପ୍ରତି ଅନୁକମ୍ପା କରିବେ।
ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।
ପରମେଶ୍ବର ଅତ୍ଯନ୍ତ ବଳଶାଳୀ, ସବୁଠା ରେ ତାଙ୍କର ବିଜଯ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ବରଙ୍କ ଉପରେ ନିର୍ଭର କରେ।
ପରମେଶ୍ବରଙ୍କ ଆତ୍ମା ମାେତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ବାସ ମାେତେ ଜୀବନ ଦଇେଛି।
ତା'ପରେ ସେ ମନୁଷ୍ଯମାନଙ୍କର କାନ ଖାଲିେ ଦିଅନ୍ତି ଏବଂ ସମାନଙ୍କେୁ ଭୟଭୀତ କରାନ୍ତି ସମାନେେ ଯାହା ଶୁଣନ୍ତି।
ପରମେଶ୍ବର ଆମ୍ଭକୁ ପଶୁପକ୍ଷୀଙ୍କଠାରୁ ଅଧିକ ଜ୍ଞାନୀ କରନ୍ତି, ସେ କାହାଁନ୍ତି ?'
ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ ? କିଏ ତାଙ୍କ ଭିତ ରେ ଜ୍ଞାନ ଭର୍ତ୍ତୀ କରେ।
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
ଆମର ପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଶିକ୍ଷା ଦବୋକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦଖାଇେ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।
ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।
ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।
କିନ୍ତୁ ପରମେଶ୍ବର ଆତ୍ମାଙ୍କ ମାଧ୍ଯମ ରେ ଏହି ନିଗୂଢ଼ ବିଷୟମାନ ଆମକୁ ଦଖାଇେ ଦଇେଛନ୍ତି।
ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆ ଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ବାରା ବୁଦ୍ଧି ରେ କଥା କହିବାକୁ ଦକ୍ଷତା ଦିଆ ହାଇେଛି, ଓ ଅନ୍ୟ ଜଣକୁ ସହେି ଆତ୍ମାଙ୍କ ଦ୍ବାରା ଜ୍ଞାନର କଥା କହିବାକୁ ଯୋଗ୍ଯତା ଦିଆ ହାଇେଛି।
ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।
କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।