କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।
Cross references
ତେଣୁ ତୁମ୍ଭମାନେେ ହୃଦଯର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କକ୍ସ୍ଟ ଯେପରି ଅନକ୍ସ୍ଟଶାସିତ କରେ ସହେିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ଅନକ୍ସ୍ଟଶାସିତ କରିଛନ୍ତି।
ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।
ଆସାଙ୍କ ରାଜତ୍ବର ଅଣଚାଳିଶତମ ବର୍ଷ ରେ ତାଙ୍କର ପାଦଦ୍ବଯ ରୋଗଗ୍ରସ୍ତ ହାଇେ ପଡ଼ିଲା। ତାଙ୍କର ରୋଗ ଅତ୍ଯନ୍ତ ଭୟଙ୍କର ହାଇେ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ଲୋଡ଼ିଲେ ନାହିଁ। ଆସା ଡ଼ାକ୍ତରମାନଙ୍କର ସାହାୟ୍ଯ ଲୋଡ଼ିଲେ।
ଯେଉଁ ମନୁଷ୍ଯକୁ ପରମେଶ୍ବର ସଂ ଶାଧେନ କରନ୍ତି, ସେ ଭାଗ୍ଯବାନ। ତେଣୁ ସହେି ସର୍ବଶକ୍ତିମାନ ପରମେଶ୍ବର ଯେତବେେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧ ରେ ଅଭିଯୋଗ କରନାହିଁ।
ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ।
ଯେତବେେଳେ ସେ ୟୁବକ ଥିଲା, ତା'ର ହାଡ ଶକ୍ତ ଥିଲା। କିନ୍ତୁ ତା'ର ଶରୀରର ଅନ୍ଯାନ୍ଯ ଅଙ୍ଗଭଳି ସେ ମଧ୍ଯ ଶୀଘ୍ର ମାଟି ରେ ମିଶିୟିବ।
ଦୁଷ୍ଟ ଲୋକର କ୍ଷମତାର ଅପବ୍ଯବହାରରୁ ନିରୀହ ଲୋକଙ୍କୁ ଉଦ୍ଧାର କରୁଥିଲି।
ମାରେ ଦହରେ ସମସ୍ତ ହାଡ଼ ରାତି ରେ ୟନ୍ତ୍ରଣା ଦିଏ। ମାରେ କଷ୍ଟ କବେେ ମାେତେ ଚୋବଇବୋ ବନ୍ଦ କରେ ନାହିଁ।
ହେ ସଦାପ୍ରଭୁ, ମାେତେ ଆପଣା କୋପରେ ଅନୁୟୋଗ କର ନାହିଁ। କିଅବା ମାେତେ ତୁମ୍ଭେ କୋର୍ଧାନ୍ବିତ ହାଇେ ଦଣ୍ଡ ଦିଅ ନାହିଁ।
ମୁଁ ପାପ କରିଛି, ମନ୍ଦ କାର୍ୟ୍ଯ କରି ସହେି ପାପ ମାେତେ ଓଜନ ଲାଗୁଛି। ମୁଁ ଅତ୍ଯନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟକେିପାରୁ ନାହିଁ।
ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସମାନେେ ଆଶୀର୍ବାଦ ପ୍ରାପ୍ତ ହବେେ। ତୁମ୍ଭେ ଆପଣା ନିଯମରେ ସମାନଙ୍କେୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
ଏହି ୟନ୍ତ୍ରଣା ଭୋଗ କରିବା ମାେ ପାଇଁ ଉତ୍ତମ ଥିଲା, ୟପରେିକି ମୁଁ ତୁମ୍ଭ ବ୍ଯବସ୍ଥା ଶିକ୍ଷା କରିପାରେ।
ସମସ୍ତ ବିଷଯ ରେ ଉପୟୁକ୍ତ ସମୟ ଏବଂ ଠିକ୍ ରାସ୍ତା ଅଛି। କିନ୍ତୁ ଲୋକମାନେ ପ୍ରାଯ ଅନକେ କଷ୍ଟ ପାଆନ୍ତି।
ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।