Home Bibles ଆୟୁବ ପୁସ୍ତକ 33:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 33:22 · ଓଡ଼ିଆ ବାଇବେଲ

ସହେି ଲୋକ ମୃତ୍ଯୁର ଦ୍ବାର ଦେଶ ରେ ପହଞ୍ଚି ୟାଏ। ତା'ର ଜୀବନ ମୃତ୍ଯୁର ନିକଟ ହାଇେ ଆ ସେ।

Cross references

ଯାତ୍ରା ପୁସ୍ତକ 12:23

ସହେି ସମୟରେ ସଦାପ୍ରଭୁ ମିଶର ମଝି ରେ ଯିବେ ଏବଂ ମିଶରୀଯମାନଙ୍କୁ ହତ୍ଯା କରିବେ। ସଦାପ୍ରଭୁ ଯେଉଁ ଦ୍ବାର ରେ ରକ୍ତ ଚିହ୍ନ ଦେଖିବେ ସହେି ଘରକୁ ଛାଡି ଦବେେ। ସେ ମୃତ୍ଯୁ ଦୂତକୁ ତୁମ୍ଭ ଘ ରେ ପଶି ତୁମ୍ଭକୁ ହତ୍ଯା କରିବାକୁ ଦବେେ ନାହିଁ।

ପ୍ରଥମ ଶାମୁୟେଲ 2:6

ସଦାପ୍ରଭୁ ଲୋକମାନଙ୍କର ମୃତକ୍ସ୍ଟ୍ଯର କାରଣ ହକ୍ସ୍ଟଅ ଓ ସେ ପକ୍ସ୍ଟନର୍ବାର ଲୋକମାନଙ୍କ ଜୀବନ ଫରୋଇ ଆଣିପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକକ୍ସ୍ଟ ପଠାନ୍ତି ଓ କବରରକ୍ସ୍ଟ ସମାନଙ୍କେୁ ଉଠାଇ ଆଣିପାରନ୍ତି।

ଦିତୀୟ ଶାମୁୟେଲ 24:16

ଦୂତ ଯିରୁଶାଲମକୁ ଧ୍ବଂସ କରିବା ପାଇଁ ତହିଁ ଆଡକକ୍ସ୍ଟ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦକ୍ସ୍ଟଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କକ୍ସ୍ଟ କହିଲେ, ଯେଉଁ ଲୋକମାନଙ୍କୁ ମାରିଅଛ ତାହା ୟଥେଷ୍ଟ, ତକ୍ସ୍ଟମ୍ଭ ହସ୍ତ ନତ କର। ଏହି ସମୟରେ ସହେି ଦୂତ ୟିବୂଷୀଯ ଅରୌଣା ରେ ଶସ୍ଯ ମର୍ଦ୍ଦନ ସ୍ଥାନ ନିକଟରେ ଥିଲା।

ଆୟୁବ ପୁସ୍ତକ 7:7

ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।

ଆୟୁବ ପୁସ୍ତକ 15:21

ପ୍ରେତ୍ୟକକ ଶବ୍ଦ ତା'ର ଭୟ ସଞ୍ଚାର କରେ। ତା'ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତବେେଳେ ସେ ନିଜକୁ ନିରାପଦ ମଣୁଥାଏ।

ଆୟୁବ ପୁସ୍ତକ 17:1

ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।

ଆୟୁବ ପୁସ୍ତକ 17:13

ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।

ଆୟୁବ ପୁସ୍ତକ 33:28

ପରମେଶ୍ବର ମାରେ ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ଯୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରିପାରିବି।'

ଗୀତସଂହିତା 17:4

ମୁଁ ୟଥାସାଧ୍ଯ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।

ଗୀତସଂହିତା 30:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁ ଗୁମ୍ଫାରୁ ମାରେ ପ୍ରାଣ ବଞ୍ଚାଇ ରଖିଛ। ମାେତେ ସହେି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦଇେ ନାହଁ।

ଗୀତସଂହିତା 88:3

ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।

ଗୀତସଂହିତା 107:18

ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।

ଯିଶାଇୟ 38:10

ମୁଁ ନିଜକୁ କହିଲି ମୁଁ ଆପଣା ଆଯୁର ମଧ୍ଯାହ୍ନ ସମୟରେ ପାତାଳପୁର ଦ୍ବାର ରେ ପ୍ରବେଶ କରିବି। ମୁଁ ନିଜର ଜୀବନ ସମୟର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହଲିେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:23

େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:10

ସମାନଙ୍କେ ଭିତରୁ କେତକଙ୍କେ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ବର୍ଗଦୂତ)ଙ୍କ ହାତ ରେ ମଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:11

ପାତାଳସ୍ଥ ସହେି ଅତଳ ଗହ୍ବରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷା ରେ 'ଅବଦ୍ଦୋନ୍' ଓ ଗ୍ରୀକ୍ ଭାଷା ରେ 'ଅପଲିଯୋନ' (ବିନାଶକ) ଥିଲା।

Interlinear

Choose Theme