ପରମେଶ୍ବରଙ୍କର ହଜାରେ ଦୂତ ଅଛନ୍ତି। ସହେି ଦୂତମାନଙ୍କ ମଧ୍ଯରୁ ଜଣେ ହୁଏତ ସହେି ବ୍ଯକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସହେି ଦୂତ ହୁଏତ ସହେି ଲୋକ କରିଥିବା ଭଲ କାର୍ୟ୍ଯଗୁଡ଼ିକୁ ସେ କହିପା ରେ।
Cross references
ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରକ୍ସ୍ଟ ବୋଖୀମକକ୍ସ୍ଟ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତଙ୍କ ଇଶ୍ରାୟେଲବାସୀଙ୍କକ୍ସ୍ଟ ନିମ୍ନଲିଖିତ ବାର୍ତ୍ତା ଦେଲେ, ମୁ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ଆଣିଲି। ମୁ ଯେଉଁ ଭୂମି ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଲେି, ତାହା ମୁ ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁ କହିଲିକ ଯେ, ମୁ ତୁମ୍ଭମାନଙ୍କ ସହିତ ଚକ୍ସ୍ଟକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
ଜଣେ ବ୍ଯକ୍ତି ପରମେଶ୍ବରଙ୍କ ସହିତ ବାଦାନୁବାଦ କରିପାରିବ ନାହିଁ। ପରମେଶ୍ବର ତାକୁ 1000 ପ୍ରଶ୍ନ କରିପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ଯ ଦଇପୋରିବ ନାହିଁ।
ମୁଁ ଚା ହେଁ କିଏ ମଧ୍ଯସ୍ଥ ହୁଅନ୍ତା, ୟିଏ ଦୁଇପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କହେି ନାହିଁ।
ପରମେଶ୍ବର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ଯ ବିଷଯ ରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ବର ତୁମ୍ଭକୁ ଦଣ୍ଡ ଦେଉ ନାହାଁନ୍ତି ଯେତିକି ସେ ତୁମ୍ଭକୁ ଦବୋ କଥା।
ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।
ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।
ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'
ଏପରି କମ୍ ଭାବରେ ତୁମ୍ଭେ ଯେତବେେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠା ରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।
ମାରେ ଜ୍ଞାନ ମୁଁ ସମସ୍ତଙ୍କ ମଧିଅରେ ବାଣ୍ଟି ଦବେି। ପରମେଶ୍ବର ମାେତେ ସୃଷ୍ଟି କରିଛନ୍ତି ଓ ମୁଁ ପ୍ରମାଣ କରି ଦବେି ଯେ ପରମେଶ୍ବର ନ୍ଯାଯନିଷ୍ଠ।
ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସମାନେେ ରସି ଓ ଜଞ୍ଜିର ରେ ବନ୍ଧା ହୁଅନ୍ତି।
ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।
ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସମାନେେ ଆଶୀର୍ବାଦ ପ୍ରାପ୍ତ ହବେେ। ତୁମ୍ଭେ ଆପଣା ନିଯମରେ ସମାନଙ୍କେୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମଯ। ମାେତେ ତୁମ୍ଭେ ଦଣ୍ଡ ଦଇେ ଠିକ୍ କରିଥିଲ।
ମୁଁ ବାରମ୍ବାର ଖାଜେିଲି ଏବଂ ମୁଁ ପାଇଲି ନାହିଁ। ହଜାର ରେ ଗୋଟିଏ ପୁରୁଷ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରୁଥିବାର ମୁଁ ପାଇଲି କିନ୍ତୁ ସମାନଙ୍କେ ମଧିଅରେ, ମୁଁ ଏକ ସ୍ତ୍ରୀ ପାଇଲି ନାହିଁ।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ସଦାପ୍ରଭୁଙ୍କର ପ୍ ରମେ ଓ ଦୟା ଶଷେ ହୁଏ ନାହିଁ।
ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ ରମେ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।
ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?
କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।
ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହାଇେ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭମାନେେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭମାନେେ ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦଇନୋହୁଁ।
ହାଗଯ ସଦାପ୍ରଭୁ ପରମେଶ୍ବରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ଯମ ରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।
ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।
ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ୟିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଯାହା ପଢ଼ୁଛ, ତାହା କ'ଣ ବୁଝିପାରୁଛ?
ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶଷେ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ ରରେିତ ହାଇେଛି। ମୁଁ ପୂର୍ଣ ମନ ପ୍ରାଣ ରେ ଏହି କାମ କରିବି।
ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :