Home Bibles ଆୟୁବ ପୁସ୍ତକ 33:26 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 33:26 · ଓଡ଼ିଆ ବାଇବେଲ

ସହେି ଲୋକ ପରମେଶ୍ବରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ବର ମଧ୍ଯ ତା' ପ୍ରତି ପ୍ରସନ୍ନ ହବେେ। ତା'ପରେ ସେ ପରମେଶ୍ବରଙ୍କର ମୁଖ ଦେଖିବ ଓ ଆନନ୍ଦ ରେ ଚିତ୍କାର କରି ଉଠିବ, ଯେତବେେଳେ ସେ ମନୁଷ୍ଯଙ୍କୁ ତା'ର ଯଥାର୍ଥ ଅବସ୍ଥା ଫରୋଇ ଦବେେ।

Cross references

ଗଣନା ପୁସ୍ତକ 6:25

ସଦାପ୍ରଭୁ ତୁମ୍ଭ ଉପରେ କୃପାଦୃଷ୍ଟି ରେ ଦେଖନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ।

ପ୍ରଥମ ଶାମୁୟେଲ 26:23

ସଦାପ୍ରଭୁ ପ୍ରେତ୍ୟକକ ମନକ୍ସ୍ଟଷ୍ଯକକ୍ସ୍ଟ ତାହାର କର୍ମ ଅନକ୍ସ୍ଟସା ରେ ଫଳ ଦିଅନ୍ତି। ସେ ତାକକ୍ସ୍ଟ ସତ୍ କାର୍ୟ୍ଯ ପାଇଁ ପକ୍ସ୍ଟରସ୍କାର ଦିଅନ୍ତି ଏବଂ ଭୂଲ୍ କାର୍ୟ୍ଯ ପାଇଁ ଦଣ୍ତ ଦିଅନ୍ତି। ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ଆଜି ସମର୍ପଣ କଲେ, ପରମେଶ୍ବରଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ମୁ ହତ୍ଯା କରି ନାହିଁ।

ଦିତୀୟ ରାଜାବଳୀ 20:2

ହିଜକିଯ କାନ୍ଥ ଆଡେ ନିଜର ମୁହଁ ବୁଲାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ।

ଦିତୀୟ ବଂଶାବଳୀ 33:12

ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।

ଦିତୀୟ ବଂଶାବଳୀ 33:19

ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।

ଆୟୁବ ପୁସ୍ତକ 19:27

ମୁଁ ପରମେଶ୍ବରଙ୍କୁ ନିଜ ଆଖି ରେ ଦେଖିବି। ମୁଁ ମାରେନିଜ ପାଇଁ ପରମେଶ୍ବରଙ୍କୁ ଦେଖିବି। ମୁଁ ଇଚ୍ଛାକରେ ମାରେ ନିଜ ଆଖି ତାଙ୍କୁ ଦେଖିବ ଅନ୍ୟ କାହାର ଆଖି ନୁହେଁ। ମାରେ ଅତିରିକ୍ତ ଅନୁଭବ ଦ୍ବାରା, ମୁଁ କ୍ଲାନ୍ତ ହାଇେ ପଡ଼ିଛି।

ଆୟୁବ ପୁସ୍ତକ 22:26

ତା'ପରେ ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଉପ ଭୋଗ କର। ସମାନେେ ତା'ପରେ ପରମେଶ୍ବରଙ୍କୁ ଅନାଇବେ।

ଆୟୁବ ପୁସ୍ତକ 34:11

ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।

ଆୟୁବ ପୁସ୍ତକ 34:28

ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।

ଆୟୁବ ପୁସ୍ତକ 42:8

ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

ଗୀତସଂହିତା 4:6

ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।

ଗୀତସଂହିତା 6:1

ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।

ଗୀତସଂହିତା 16:11

ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।

ଗୀତସଂହିତା 18:20

ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

ଗୀତସଂହିତା 28:1

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।

ଗୀତସଂହିତା 28:6

ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମାରେ ପ୍ରାର୍ଥନା, ଦୟାଳୁ ହାଇେ ଶୁଣିଛନ୍ତି।

ଗୀତସଂହିତା 30:5

ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।

ଗୀତସଂହିତା 30:7

ହଁ ସଦାପ୍ରଭୁ, ଯେ ତବେଳେ ତୁମ୍ଭେ ମାେ ପ୍ରତି ଦୟା କଲେ, ମୁଁ ସେତବେେଳେ ଭାବିଲି, କହେି ମାେତେ ପରାସ୍ତ କରିପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତବେେଳେ ମାେ ପାଖରୁ ଦୂରଇେ ଗଲ, ମୁଁ ସେତବେେଳେ ବ୍ଯାକୁଳ ହାଇେ ଭୟରେ ଥରି ଉଠିଲି।

ଗୀତସଂହିତା 41:8

ସମାନେେ କହନ୍ତି, ସେ ବୋଧହୁଏ କିଛି ଖରାପ କାର୍ୟ୍ଯ କରିଛି ଓ ସେଥିପାଇଁ ବମାରେ ଅଛି। ମୁଁ ଆଶା କରୁଛି ସେ ଆଉ ଭଲ ହବେ ନାହିଁ।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 62:12

ହେ ମାରେ ପ୍ରଭୁ, ତୁମ୍ଭର ପ୍ରମେ ହିଁ ପ୍ରକୃତ। ତୁମ୍ଭେ ପ୍ରେତ୍ୟକକ ମନୁଷ୍ଯକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।

ଗୀତସଂହିତା 67:1

ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।

ଗୀତସଂହିତା 91:15

ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।

ଗୀତସଂହିତା 116:1

ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

ହିତୋପଦେଶ 24:12

ତୁମ୍ଭେ ଏପରି କୁହ ନାହିଁ, ଏହା ମାରେ କର୍ତ୍ତବ୍ଯ ନୁହେଁ। ଯେ ହତେୁ ସଦାପ୍ରଭୁ ସମସ୍ତ ବିଷଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ'ଣସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ୟ୍ଯ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।

ଯିଶାଇୟ 30:19

ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।

ଯିରିମିୟ 33:3

ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।

ଯୂନସ 2:2

ୟୂନସ କହିଲେ, ମୁଁ ଅତି ଦୁଖ ରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା ପାଇଁ ଡାକିଲି ଏବଂ ସେ ମାେତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନ ରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମାରେ ସ୍ବର ଶୁଣିଲେ।

ମାଥିଉଲିଖିତ ସୁସମାଚାର 10:41

ଯାଉଁ ଲୋକ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାଙ୍କୁ ଭଟେି ତାହାଙ୍କୁ ସ୍ବାଗତ କରେ, ତବେେ ସେ ଭବିଷ୍ଯଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ବୀକାର କରେ ତବେେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:28

ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11

ରେରିତମାନଙ୍କ କାର୍ଯ୍ୟର ବିବରଣ 9:11

ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।

ଏବ୍ରୀ 11:26

ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।

ଯିହୂଦାଙ୍କ ପତ୍ର 1:24

ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।

Interlinear

Choose Theme