ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।
Cross references
ଏହାପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, ଯେଉଁ ପରମେଶ୍ବର ମାେତେ ଦେଖନ୍ତି ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, ମୁଁ କଣ ପ୍ରକୃତ ରେ ତାଙ୍କୁ ଏଠା ରେ ଦେଖିଲି ୟିଏ ମତେ ଦେଖନ୍ତି?
ତହିଁରେ ହାରୋଣ ମାଶାଙ୍କେୁ କହିଲେ, ହେ ମାହେର ମହାଶୟ, ଆମ୍ଭମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭମାନେେ ପାପ କରିଅଛୁ; ଏଣୁ ବିନଯ କରୁଅଛି, ଆମ୍ଭମାନଙ୍କ ଉପରେ ସହେି ପାପ ଥୁଅ ନାହିଁ।
ଦାଉଦ ନାଥନକକ୍ସ୍ଟ କହିଲେ, ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅପରାଧ କରିଅଛି।
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
ସଦାପ୍ରଭୁ ସ୍ବର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷପେ କରି ଦେଖନ୍ତି ୟ ୟଦି କହେି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ। ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ବରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦଇେ ନାହାନ୍ତି, ୟାହା ଆମ୍ଭେ ପାଇବା କଥା।
ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ଯା ଉପଦେଶକୁ ଘୃଣା କରେ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।