Home Bibles ☰ Books ଆୟୁବ ପୁସ୍ତକ 33:32 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 33:32 · ଓଡ଼ିଆ ବାଇବେଲ

କିନ୍ତୁ ଆୟୁବ ତୁମ୍ଭେ ଯଦି ମାେ କଥା ରେ ଏକମତ ନ ହେଉଛ ତା' ହେଲେ ତୁମ୍ଭେ କହିୟାଅ। ତୁମ୍ଭର ୟୁକ୍ତି ମାେତେ କୁହ ଯାହା ଫଳ ରେ ମୁଁ ତାକୁ ସଂ ଶାଧେନ କରି ଦବେି।

Cross references

ଆୟୁବ ପୁସ୍ତକ 15:4

କିନ୍ତୁ ତୁମ୍ଭର ଭୟ ନାହିଁ, ତୁମ୍ଭେ ଏତେ କଥାବାର୍ତ୍ତା କର ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଭକ୍ତି କରିବା ପାଇଁ ସମୟ ପାଆନ୍ତି ନାହିଁ।

ଆୟୁବ ପୁସ୍ତକ 21:27

କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।

ଆୟୁବ ପୁସ୍ତକ 22:5

ନା, ଏହାର କାରଣ ତୁମ୍ଭେ ଅତ୍ଯଧିକ ପାପ କରିଛ। ତୁମ୍ଭେ କବେେ ନିବୃତ୍ତ ରହି ନାହଁ।

ଆୟୁବ ପୁସ୍ତକ 27:5

ମୁଁ କବେେ ମାନିବି ନାହିଁ ତୁମ୍ଭେ ସତ୍ଯ। ମୁଁ ମଲା ପର୍ୟ୍ଯନ୍ତ କହିୟିବି ଯେ, ମୁଁ ନିରପରାଧ ଅଟେ।

Interlinear

Choose Theme