ଆୟୁବ ପୁସ୍ତକ 33:7 · ଓଡ଼ିଆ ବାଇବେଲ
ଆୟୁବ ମାେତେ ଭୟ କର ନାହିଁ। ମୁଁ ତୁମ୍ଭ ପ୍ରତି କଠାେର ହବେି ନାହିଁ।
Cross references
ଆୟୁବ ପୁସ୍ତକ 9:32
ପରମେଶ୍ବର ମାେଭଳି ମନୁଷ୍ଯ ନୁହନ୍ତି ଯେ ମୁଁ ତାହାଙ୍କୁ ଉତ୍ତର ଦବେି। ଆମ୍ଭର କବେେ ଗୋଟିଏ ନ୍ଯାଯାଳଯ ରେ ଏକତ୍ର ପରସ୍ପର ସାକ୍ଷାତ ହାଇପୋରିବ ନାହିଁ।
ଆୟୁବ ପୁସ୍ତକ 9:34
ମୁଁ ଚା ହେଁ କହେି ପରମେଶ୍ବରଙ୍କ ଦଣ୍ଡ ଦବୋର ବାଡ଼ିଟିକୁ ତାଙ୍କଠାରୁ ନଇେ ୟାଆନ୍ତା ? ତବେେ ପରମେଶ୍ବର ମାେତେ ଭୟଭୀତ କରନ୍ତେ ନାହିଁ।
ଆୟୁବ ପୁସ୍ତକ 13:21
ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।
ଗୀତସଂହିତା 32:4
ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।
ଗୀତସଂହିତା 88:16
ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।