Home Bibles ଆୟୁବ ପୁସ୍ତକ 34:18 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 34:18 · ଓଡ଼ିଆ ବାଇବେଲ

କହେି ଜଣେ ରାଜାକୁ କ ହେ କି, 'ତୁମ୍ଭେ ଗୋଟିଏ ଅପଦାର୍ଥ ?' କିମ୍ବା କିଏ ନେତାମାନଙ୍କୁ କ ହେ, 'ତୁମ୍ଭମାନେେ ଦୁଷ୍ଟ ଅଟ।'

Cross references

ଯାତ୍ରା ପୁସ୍ତକ 22:28

ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।

ହିତୋପଦେଶ 17:26

ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦବୋ କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦବୋ ଯଥାର୍ଥ ନୁହେଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:3

ପାଉଲ ହନାନିୟଙ୍କୁ କହିଲେ, ପରମେଶ୍ବର ତୁମ୍ଭକୁ ମଧ୍ଯ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ଯବସ୍ଥା ଅନୁଯାଯୀ ମାରେନ୍ଯାୟ କରିବା ପାଇଁ ବସିଛି, କିନ୍ତୁ ବ୍ଯବସ୍ଥା ବିରୁଦ୍ଧ ରେ ମାେତେ ଆଘାତ ଦବୋପାଇଁ ଆଦେଶ ଦେଉଛ। ଏହା ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:5

ପାଉଲ ଉତ୍ତର ଦେଲେ, ଭାଇମାନେ, ମୁଁ ତାହାଙ୍କୁ ମହାୟାଜକ ବୋଲି ଜାଣି ନଥିଲି। ଏହା ଧର୍ମଶାସ୍ତ୍ର ରେ ଲଖାେଅଛି, 'ତୁମ୍ଭର ନିଜ ଲୋକଙ୍କ ନେତା ବିଷୟ ରେ ଖରାପ କଥା କହିବା ଉଚ଼ିତ ନୁହେଁ।'

ରୋମୀୟଙ୍କ ପ୍ରତି ପତ୍ର 13:7

ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

ପିତରଙ୍କ ପ୍ରଥମ ପତ୍ 2:17

ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

ପିତରଙ୍କ ଦିତୀୟ ପତ୍ର 2:10

ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

ଯିହୂଦାଙ୍କ ପତ୍ର 1:8

ତୁମ୍ଭମାନଙ୍କ ଦଳ ରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସମାନେେ ସ୍ବପ୍ନ ଦ୍ବାରା ପରିଚାଳିତ ହୁଅନ୍ତି। ସମାନେେ ନିଜ ଶରୀରକୁ ପାପ କାର୍ୟ୍ଯ ରେ ଦୂଷିତ କରନ୍ତି। ସମାନେେ ପରମେଶ୍ବରଙ୍କର କତ୍ତୃର୍ତ୍ବକୁ ଅସ୍ବୀକାର କରନ୍ତି ଓ ଗୌରବମୟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ବହୁତ ମନ୍ଦ କଥା କହନ୍ତି।

Interlinear

Choose Theme