Home Bibles ଆୟୁବ ପୁସ୍ତକ 35:15 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 35:15 · ଓଡ଼ିଆ ବାଇବେଲ

ଆୟୁବ ଭାବେ ପରମେଶ୍ବର ମନ୍ଦ ଲୋକଙ୍କୁ ଶାସ୍ତି ଦିଅନ୍ତି ନାହିଁ। ସେ ଚିନ୍ତା କରେ ପରମେଶ୍ବର ପାପପ୍ରତି ମନୋୟୋଗ କରନ୍ତି ନାହିଁ।

Cross references

ଗଣନା ପୁସ୍ତକ 20:12

ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।

ଆୟୁବ ପୁସ୍ତକ 4:5

କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।

ଆୟୁବ ପୁସ୍ତକ 9:14

ତେଣୁ ମୁଁ ପରମେଶ୍ବରଙ୍କ ସହିତ ୟୁକ୍ତି କରିପାରିବି ନାହିଁ ଏବଂ ତାଙ୍କୁ କ'ଣ କହିବି ତାହା ମଧ୍ଯ ଜାଣି ନାହିଁ।

ଆୟୁବ ପୁସ୍ତକ 13:15

ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।

ଆୟୁବ ପୁସ୍ତକ 30:15

ମୁଁ ଭୟ ରେ ଥରୁଅଛି। ବାଯୁ ଜିନିଷସବୁକୁ ଉଡ଼ାଇ ନଲୋଭଳି ସମାନେେ ମାରେ ସମ୍ମାନକୁ ଉଡ଼ଇେ ନେଉଛନ୍ତି। ମେଘଭଳି ମାରେନିରାପତ୍ତା ହଜିଯାଉଛି।

ଗୀତସଂହିତା 88:11

ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ବସ୍ତତା ବିଷଯରେ କଥା ହାଇପୋରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ବିଷଯରେ ପ୍ରଚାର କରିପାରିବେ ନାହିଁ।

ଗୀତସଂହିତା 89:32

ତବେେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସମାନଙ୍କେ ଅପରାଧ ଓ ପ୍ରହାର ଦ୍ବାରା ସମାନଙ୍କେୁ କଠାେର ଦଣ୍ଡ ଦବୋ,

ଉପଦେଶକ 8:12

ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚଯ ସମାନଙ୍କେୁ ଜାଣେ ଯେଉଁମାନେ ପରମମେଶ୍ବରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତ ରେ ସମାନେେ ଉନ୍ନତି କରିବେ।

ହୋଶେୟ 11:8

ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।

ଲୂକଲିଖିତ ସୁସମାଚାର 1:20

ଏବେ ଶୁଣ! ତୁମ୍ଭମାନେେ ମାେ କଥା ରେ ବିଶ୍ବାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ଯ ବୋଲି ପ୍ରମାଣିତ ହବେ। ଏବେ ତୁମ୍ଭେ ମୂକ ହାଇଯେିବ। ଯେ ପର୍ୟ୍ଯନ୍ତ ଏସବୁ ନ ଘଟିଛି, ସେ ପର୍ୟ୍ଯନ୍ତ ତୁମ୍ଭମାନେେ କହିବା ଶକ୍ତି ହ ରଇେ ବସିବ।

ଏବ୍ରୀ 12:11

ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳ ରେ, ଦଣ୍ଡ ପାଇବା ଦ୍ବାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19

ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

Interlinear

Choose Theme