Home Bibles ଆୟୁବ ପୁସ୍ତକ 36:8 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 36:8 · ଓଡ଼ିଆ ବାଇବେଲ

ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସମାନେେ ରସି ଓ ଜଞ୍ଜିର ରେ ବନ୍ଧା ହୁଅନ୍ତି।

Cross references

ଆୟୁବ ପୁସ୍ତକ 13:27

ତୁମ୍ଭେ ମାେ ପାଦ ରେ ବଡ଼େି ବାନ୍ଧିଛ ଏବଂ ମାରେ ପ୍ରେତ୍ୟକକ ଆଗଇବୋ ପାଦକୁ ଲକ୍ଷ୍ଯ ରଖିଛ ଓ ମାରେ ପ୍ରେତ୍ୟକକ ଗତିବିଧିକୁ ଲକ୍ଷ୍ଯ କରୁଛ।

ଆୟୁବ ପୁସ୍ତକ 19:6

କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି ? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।

ଆୟୁବ ପୁସ୍ତକ 33:18

ପରମେଶ୍ବର ଲୋକମାନଙ୍କୁ ଚତାବେନୀ ଦିଅନ୍ତି ଯାହା ଫଳ ରେ ସେ ତା'ର ପ୍ରାଣକୁ ମୃତ୍ଯୁ ଗର୍ତ୍ତରୁ ରକ୍ଷା କରନ୍ତି। ପରମେଶ୍ବର ଏହା କରନ୍ତି ଖଡ୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ।

ଗୀତସଂହିତା 18:5

କବରର ରାଶି ମାରେ ଚାରିଆଡ଼େ ଥିଲା, ମୃତ୍ଯୁର ୟନ୍ତା ମାେ ସମ୍ମୁଖରେ ଥିଲା।

ଗୀତସଂହିତା 107:10

ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।

ଗୀତସଂହିତା 116:3

ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।

ହିତୋପଦେଶ 5:22

ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।

ଯିରିମିୟଙ୍କ ବିଳାପ 3:9

ସେ ପଥରଦ୍ବାରା ମାରେ ପଥ ଅବରୋଧ କରିଅଛନ୍ତି ଓ ମାରେ ପଥକୁ ଜଟିଳ କରିଅଛନ୍ତି।

Interlinear

Choose Theme