Home Bibles ☰ Books ଆୟୁବ ପୁସ୍ତକ 37:10 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 37:10 · ଓଡ଼ିଆ ବାଇବେଲ

ପରମେଶ୍ବରଙ୍କ ନିଶ୍ବାସ ରେ ବରଫ ସୃଷ୍ଟି ହୁଏ ଓ ସମୁଦ୍ର ଜମାଟ ବାନ୍ଧି ୟାଏ।

Cross references

ଆୟୁବ ପୁସ୍ତକ 38:29

ବରଫର କ'ଣ ମାତା ଅଛି ? କିଏ କୁଆପଥରର ଜନ୍ମଦାତା ଅଟେ।

ଆୟୁବ ପୁସ୍ତକ 38:30

ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ଯ ଜମାଟ ବାନ୍ଧି ୟାଏ।

ଗୀତସଂହିତା 78:47

ସେ ଶିଳାଦ୍ବାରା ସମାନଙ୍କେ ଦ୍ରାକ୍ଷାଲତା ଓ ହିମଦ୍ବାରା ସମାନଙ୍କେ ବୃକ୍ଷ ଧ୍ବଂସ କଲେ।

ଗୀତସଂହିତା 147:16

ପରମେଶ୍ବର ପୃଥିବୀ ଧଳା ପଶମ ତୁଲ୍ଯ ହବୋୟାଏଁ ହିମପାତ କରନ୍ତି। ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।

ଗୀତସଂହିତା 147:17

ପରମେଶ୍ବର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାୟାଇଥିବା ଶୀତ ଆଗରେ କହେି ଠିଆ ହାଇେ ପାରିବେ ନାହିଁ।

Interlinear

Choose Theme