ପରମେଶ୍ବର ବାଦଲକୁ ଜଳ ରେ ପୂର୍ଣ୍ଣ କରନ୍ତି ଓ ସହେି ମେଘ ରେ ବିଜୁଳି ସୃଷ୍ଟି କରିଛନ୍ତି।
Cross references
ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।
ତଥାପି ପରମେଶ୍ବର ସହେି ବହୁତ ଭାରୀ ଓଜନ ଦ୍ବାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ୟୁକ୍ତ କରନ୍ତି। କିନ୍ତୁ ପରମେଶ୍ବର ଏତେ ଭାରୀ ହେଲବେି ମେଘ ଖଣ୍ଡ ଖଣ୍ଡ ହାଇେ ଖାଲିୟୋଏ ନାହିଁ।
ପରମେଶ୍ବର ଭୂମରୁ ଜଳ ନିଅନ୍ତି ଓ ତାକୁ କୁହୁଡ଼ି ଓ ବର୍ଷା ରେ ପରିଣତ କରନ୍ତି।
ପରମେଶ୍ବର ନିଜ ହାତ ରେ ବିଜୁଳି ଆଚ୍ଛାଦନ କରି ସେ ନିଜେ ଚାହୁଁଥିବା ଜାଗାମାନଙ୍କୁ ମାରନ୍ତି।
ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।