Home Bibles ଆୟୁବ ପୁସ୍ତକ 37:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 37:21 · ଓଡ଼ିଆ ବାଇବେଲ

କହେି ସୂର୍ୟ୍ଯଙ୍କୁ ଚାହିଁ ପାରିବେ ନାହିଁ। ଏହାର ଉଜ୍ଜଳ କିରଣ ଆକାଶ ରେ ଝଲମଲ କରେ, ଯେତବେେଳେ ବାଦଲ ସବୁ ବାଯୁଦ୍ବାରା ଅପସରି ୟାଏ।

Cross references

ଆୟୁବ ପୁସ୍ତକ 26:9

ପରମେଶ୍ବର ପୂର୍ଣ୍ଣମୀ ଚନ୍ଦ୍ରର ମୁଖକୁ ଘାଡ଼ୋଇ ଦିଅନ୍ତି। ସେ ତାହାକୁ ବାଦଲ ଦ୍ବାରା ଆଚ୍ଛାଦିତ କରି ଲୁଚାଇ ପକାନ୍ତି।

ଆୟୁବ ପୁସ୍ତକ 36:32

ପରମେଶ୍ବର ନିଜ ହାତ ରେ ବିଜୁଳି ଆଚ୍ଛାଦନ କରି ସେ ନିଜେ ଚାହୁଁଥିବା ଜାଗାମାନଙ୍କୁ ମାରନ୍ତି।

ଆୟୁବ ପୁସ୍ତକ 38:25

ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।

Interlinear

Choose Theme