Home Bibles ☰ Books ଆୟୁବ ପୁସ୍ତକ 37:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 37:22 · ଓଡ଼ିଆ ବାଇବେଲ

ପରମେଶ୍ବର ମଧ୍ଯ ଠିକ୍ ସହେିପରି, ତାଙ୍କର ସୁବର୍ଣ୍ଣମଯ ମହିମା ପବିତ୍ର ପର୍ବତ ମଧ୍ଯରୁ ଚିକ୍ଚିକ୍ କରେ। ତାଙ୍କ ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ କିରଣ ବିଚ୍ଛୁରିତ ହାଇେଥାଏ।

Cross references

ପ୍ରଥମ ବଂଶାବଳୀ 29:11

ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

ଆୟୁବ ପୁସ୍ତକ 40:10

ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।

ଗୀତସଂହିତା 29:4

ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।

ଗୀତସଂହିତା 66:5

ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।

ଗୀତସଂହିତା 68:7

ହେ ପରମେଶ୍ବର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।

ଗୀତସଂହିତା 68:35

ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।

ଗୀତସଂହିତା 76:12

ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଗୀତସଂହିତା 89:8

ସଦାପଭ୍ରୁ ସୈନ୍ଯାଧିପତି ପରମେଶ୍ବର, ତୁମ୍ଭ ପରି କହେି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସଂପୂର୍ଣ୍ଣ ବିଶ୍ବାସ କରିପାରିବୁ।

ଗୀତସଂହିତା 93:1

ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।

ଗୀତସଂହିତା 104:1

ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମହାନ୍। ତୁମ୍ଭେ ସମ୍ଭ୍ରମ ଓ ଐଶ୍ଚର୍ୟ୍ଯରେ ବିଭୂଷିତ।

ଗୀତସଂହିତା 145:5

ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।

ହିତୋପଦେଶ 25:23

ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।

ଯିଶାଇୟ 2:10

ୟାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗ ରେ ନିଜକୁ ଲୁଚାଅ! କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।

ଯିଶାଇୟ 2:19

ସେତବେେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନ୍ଶକ୍ତି ଦେଖି ଭୟଭୀତ ହବେେ। ସଦାପ୍ରଭୁ ପୃଥିବୀକୁ ଏପରି କିତ କରିବେ ଯେ ଲୋକମାନେ ଭୟଭୀତ ହାଇେ ପର୍ବତ ଗୁମ୍ଫା ରେ ଓ ପୃଥିବୀର ଗର୍ତ୍ତ ରେ ଲୁଚିବେ।

Interlinear

Choose Theme