ଦକ୍ଷିଣ ଦିଗରୁ ବତାସ ମାଡ଼ି ଆ ସେ। ଥଣ୍ଡା ପବନ ଉତ୍ତର ଦିଗରୁ ମାଡ଼ି ଆ ସେ।
Cross references
ପରମେଶ୍ବର ନକ୍ଷତ୍ରପୁଞ୍ଜ, ତାରାଗଣ ଓ ସପ୍ତର୍ଷିମଣ୍ଡଳ ନିର୍ମାଣ କରିଛନ୍ତି। ସେ ଗ୍ରହ ନିର୍ମାଣ କରିଛନ୍ତି। ଯାହା ଦକ୍ଷିଣ ଆକାଶକୁ ପାରକରେ।
ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,
ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।
ପରମେଶ୍ବର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାୟାଇଥିବା ଶୀତ ଆଗରେ କହେି ଠିଆ ହାଇେ ପାରିବେ ନାହିଁ।
ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।
ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।
ସଦାପ୍ରଭୁ ତାଙ୍କ ସମ୍ମୁଖ ରେ ଉପସ୍ଥିତ ହବେେ। ବିଦ୍ଯୁତ ସଦୃଶ ତାଙ୍କର ଶର ୟିବ। ସଦାପ୍ରଭୁ ପରମେଶ୍ବର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡୁ ଝଡପରି ଅଗ୍ରସର ହବେେ।