ମୁଁ ସମୁଦ୍ର ପାଇଁ ସୀମା ନିରୁପିତ କଲି ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦିଅ।
Cross references
ଏହାପରେ ପରମେଶ୍ବର କହିଲେ, ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନ ରେ ସଂଗୃହିତ ହେଉ। ୟଦ୍ବାରା ଭୂମି ଶୁଖିଲା ଦଖାୟିବେ। ଏବଂ ଏହିପରି ହେଲା।
ମୁଁ ଯେ ତବେଳେ ଇନ୍ଦ୍ରଧନୁକୁ ଦେଖେ ସେତବେେଳେ ମୁଁ ତୁମ୍ଭ ସହିତ ଓ ଅନ୍ଯାନ୍ଯ ସଜୀବ ପ୍ରାଣୀମାନଙ୍କ ସହିତ ହାଇେଥିବା ଚୁକ୍ତିକୁ ମନେ ପକାଇବି। ସହେି ଚ଼କ୍ତି କ ହେ ଯେ, ଭବିଷ୍ଯତ ରେ ଏପରି ବନ୍ଯା ରେ ସମସ୍ତେ ବିନାଶ ହବେେ ନାହିଁ।
ପରମେଶ୍ବର ସମୁଦ୍ର ରେ ଆକାଶ ଓ ପୃଥିବୀ ମଧିଅରେ ଦିଗବଳଯ ସୃଷ୍ଟି କରନ୍ତି। ଯେଉଁଠା ରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।
କୌଣସି ବ୍ଯକ୍ତି ତା'ର ମାଢ଼ିକୁ ଖାଲିବୋକୁ ସକ୍ଷମ ହବେ ନାହିଁ। ତା'ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।
ପରମେଶ୍ବର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରୀତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ୟପରେିକି ସମାନେେ ତାହା ଅତିକ୍ରମ କରିପାରିବେ ନାହିଁ। ଜଳରାଶି କବେେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରିପାରିବ ନାହିଁ।
ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।